-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ସ୍ୱତନ୍ତ୍ର ନିକ୍ଷ୍ୟ ସ୍ୱାସ୍ଥ୍ୟ ପରୀକ୍ଷଣ ଶିବିର

15-Feb-2025



(ମନୋରଞ୍ଜନ ତ୍ରିପାଠୀ )
 ୧୦୦ ଦିନ ବ୍ୟାପି ସକ୍ରିୟ ଯକ୍ଷ୍ମl ନିରାକରଣ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ସ୍ୱତନ୍ତ୍ର ନିକ୍ଷ୍ୟ ସ୍ୱାସ୍ଥ୍ୟ  ଶିବିର ମହିମା ଆନନ୍ଦ ବରିଷ୍ଠ ନାଗରିକ ନିବାସ, ସାନଝିଙ୍କି, ସୋନପୁର ଠାରେ ଜିଲ୍ଲା ଯକ୍ଷ୍ମl ଅଧିକାରୀ  ଡାକ୍ତର ପଦ୍ମହଂସା ଦୋରା ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଥିଲା l ଶିବିର ରେ ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ( ଭି ବି ଡି) ଡାକ୍ତର ଗୋପାଳ ଚନ୍ଦ୍ର ମଲ୍ଲିକ  ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ l  ଭାରତ ଟିବି ମୁକ୍ତ ରାଷ୍ଟ୍ର ଗଠନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମ ରେ  ସମାଜ ର ଅସୁରକ୍ଷିତ ଜନ ସାଧାରଣ ମାନଙ୍କୁ ପ୍ରୋଗ୍ରାମ ରେ ସାମିଲ କରି ତାଙ୍କ ର ସ୍ୱାସ୍ଥ୍ୟ ପରୀକ୍ଷଣ କରାଯାଉଛି ଏତତ ବ୍ୟତୀତ ଯେଉଁମାନେ ଆବାସିକ ଠିକଣା ରେ ଅସୁରକ୍ଷିତ ନାଗରିକ ରହୁଛନ୍ତି ସେମାନଂକୁ ସ୍ୱତନ୍ତ୍ର ଶିବିର ମାଧ୍ୟମରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ବ୍ୟବସ୍ଥା ରହିଛି,ତେଣୁ ଆବାସିକ ବୃଦ୍ଧା ଶ୍ରମ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଟିମ ଦ୍ୱାରା  23 ଜନ ଅନ୍ତେବାସୀ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଯକ୍ଷ୍ମl ସଂଯୋଜକ ସମୀର ସାହୁ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, କମୁନିଟି ହେଲଥ ଅଫିସର ଧବଳେଶ୍ୱର ମହାକୁର, ଡି.ଆର.ଟିବି କୋଡ଼ି ନେଟର ଦେବାଶିଷ ମିଶ୍ର, ଲବରୋ୍ଟୋରୀ ସୁପରଭାଇଜର ବିନୋଦ ମହାକୁର, ଡାଟା ଏଣ୍ଟ୍ରି ଆପେରେଟର ବିବେକାନନ୍ଦ ରଣା ପ୍ରମୁଖ ଉପସ୍ଥିତ ଥିବାବେଳେ ପବ୍ଲିକ ପ୍ରାଇଭେଟ ମିକ୍ସ କୋ୍ଡିନେଟର ଜ୍ଞାନଜିତ ଶତପଥୀ ଏହି କାର୍ଯ୍ୟକ୍ରମ ଆୟୋଜନ କରିଥିଲେ ଓ ବରିଷ୍ଠ ଚିକିତ୍ସା ପରିଦର୍ଶକ ଡୋଲେଶ୍ୱର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏଥିରେ ମହିମା ଆନନ୍ଦ ବୃଦ୍ଧା ଶ୍ରମ ର କର୍ମକର୍ତ୍ତା ସବୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like