-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

15-Feb-2025



ଲଣ୍ଡାପଥର ପଞ୍ଚାୟତ ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ବିଧାନ ସେଠ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଦେମନ୍ତୀ ଖେତି ଓ ସମ୍ମାନିତ ଅତିଥି ଭାବରେ ଏବିଇଓ ଅଜିତ ମିଶ୍ର ଓ ଏବିଇଓ ଦାଶରଥି ଥନାପତି ମୁଖ୍ୟ ବକ୍ତା ଭାବେ ସିଆର୍‌ସିସି ସତ୍ୟ ନାରାୟଣ ସେନାପତି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ। ମାନସ କୁମାର ନାଥ ସଭା ପରିଚାଳନା, ପ୍ରଧାନଶିକ୍ଷକ ଶ୍ରୀ ସେଠ ବିବରଣୀ ପଠନ କରିଥିଲେ। ଏହି ଅବସରର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଆଦର୍ଶ ଗୁରାଣ୍ଡି ଙ୍କୁ ଶ୍ରେଷ୍ଠ ଛାତ୍ର ଓ ଅର୍ଚ୍ଚିତା ଦଳେଇ ଙ୍କୁ ଶ୍ରେଷ୍ଠ ଛାତ୍ରୀ ଭାବରେ ପୁରସ୍କୃତ ହୋଇଥିଲେ। ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା । ଏହି ଅବସରରେ ଡଙ୍ଗରପଡ଼ା କ୍ଲଷ୍ଟର ର ସମସ୍ତ ପ୍ରଧାନଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । ଶେଷରେ ଶିକ୍ଷୟତ୍ରୀ ସୁଶ୍ରୀତା ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like