-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ କାର୍ଯ୍ଯକ୍ରମ ଅନୁଷ୍ଠିତ

15-Feb-2025



ବଲାଙ୍ଗୀର(ପ୍ରେରଣାଖବର): ସ୍ଥାନୀୟ ପିପି ଏକାଡେମୀ ର ସଭାଗୃହଠାରେ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ପ୍ରଥମ ଅଧିବେଶନର କାର୍ଯ୍ଯକ୍ରମ ରେ ମୁଖ୍ଯଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗଦେଇ ରେଡକ୍ରସ ଆନ୍ଦୋଳନର ନୀତି ଓ ଆଦର୍ଶକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ଓ ସମସ୍ତଙ୍କ ପାଇଁ ମାନବୀୟ କାର୍ଯ୍ଯକୁ ପ୍ରାଥମିକତା ଦେବା ବୋଲି କହିବା ସହ ଉତ୍ସାହର ସହ କାର୍ଯ୍ଯ କଲେ ଯେ କୌଣସି କ୍ଷେତ୍ରରେ ସଫଳତା ମିଳେ ବୋଲି କହିଥିଲେ। ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ

ପାତ୍ର ନିଜ ବକ୍ତବ୍ଯରେ ଦେଶର ସମସ୍ତ ବିପର୍ଯ୍ୟୟରେ ରେଡକ୍ରସର ସ୍ବେଚ୍ଛାସେବୀମାନେ ଯେଉଁ ସେବା ମନୋଭାବ ନେଇ କାମ କରୁଛନ୍ତି ତାହା ପ୍ରଶଂସା ଯୋଗ୍ୟ ବୋଲି କହିବା ସହ ସମସ୍ତ ପରାମର୍ଶଦାତାଙ୍କୁ ପ୍ରତିଟି କାର୍ଯ୍ଯକୁ ହୃଦୟର ସହ କରିବା ପାଇଁ ମାର୍ଗଦର୍ଶନ ଦେଇଥିଲେ। ଜେଆରସିଓ ବିକାଶ ରଂଜନ ସାହୁ କାର୍ଯ୍ଯକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ଯ ସଂପର୍କରେ କହିଥିଲେ। କାର୍ଯ୍ଯକ୍ରମର ଦ୍ବିତୀୟ ଅଧିବେଶନରେ ଆହତ ବ୍ୟକ୍ତିକୁ କିଭଳି ପ୍ରାଥମିକ ଚିକିତ୍ସା ଦିଆଯିବ,ବିଦ୍ୟାଳୟ ଗୁଡ଼ିକରେ ଜେଆରସି ୟୁନିଟ ଗଠନ ଓ ସଡକ ସୁରକ୍ଷା  ସଂପର୍କରେ ବିସ୍ତୃତ ଭାବେ ସାଧନକର୍ମୀ ରଶ୍ମିରାଣୀ ଦାଶ ଓ

ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ କହିଥିଲେ। ସାଧନକର୍ମୀ ପ୍ରସନ୍ନ ଗଡତ୍ଯା ଏଡ୍ସ ରୋଗ ବିଷୟରେ ସମସ୍ତ ପରାମର୍ଶଦାତାଙ୍କୁ ଅବଗତ କରାଇଥିଲେ। ଜିିଲ୍ଳାର ଆଗଲପୁର, ଲୋଇସିଂହା, ପୁଇଁତଳା,ଦେଓଗାଁ,ଗୁଡଭେଲା ଓ ସଦରବ୍ଲକ ରୁ ୧୦୦ରୁ ଊର୍ଦ୍ଧ୍ବ ଜୁୁୁନିୟର ରେଡକ୍ରସ ପରାମର୍ଶଦାତା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ଶେଷରେ ମିଥୁନ କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like