-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବିଡ଼ିଓ ଓ ତହସିଲଦାର ଙ୍କ ବ୍ଲକ ସ୍ତରୀୟ ଷ୍ଟାଡିଅମପାଇଁ ଜାଗା ପରିଦର୍ଶନ

15-Feb-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ତରୀୟ ଷ୍ଟାଡିଅମ ପାଇଁ ପଳସାଗୋରାନିକଟସ୍ଥ ବେତ୍ରା ପଡ଼ା କ୍ରିକେଟ ପଡିଆ ଠାରେ ବ୍ଲକ ସ୍ତରୀୟ ଷ୍ଟାଡିଅମ କରାଯିବାକୁ କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡି, କଣ୍ଟାମାଳ ଅତିରିକ୍ତ ତହସିଲଦାରଧନଞ୍ଜୟ ସାହୁ ଜାଗା ପରିଦର୍ଶନ କରିଥିଲେ l ପରିଦର୍ଶନ ସମୟରେ ବିଦ୍ୟୁତ ବିଭାଗର ଏସଡିଓ, ଟାଟା ଇଲେକ୍ଟ୍ରି ବିଭାଗ ର ବରିଷ୍ଠ ଅଧିକାରୀ, ଓ ସମାଜ ସେବି ଶିତିକଣ୍ଠ ମିଶ୍ର ଉପସ୍ଥିତ ରହି ଜାଗା ଦେଖିବାରେ ସହଯୋଗ କରିଥିଲେ l ସେହିପରି ଗତକାଲି ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା କଣ୍ଟାମାଳ ବ୍ଲକର ଅନେକ ପ୍ରକଳ୍ପ ପରିଦର୍ଶନ କରିଛନ୍ତି | ଜିଲ୍ଲାପାଳ ଶ୍ରୀ ପଣ୍ଡା ପ୍ରଥମେ କଣ୍ଟାମାଳ ଠାରେ ଥିବା ବ୍ଲକ ସ୍ତରୀୟ ଷ୍ଟାଡିଅମପାଇଁ ଜାଗା ପରିଦର୍ଶନ କରିଥିଲେ | ପରେ ଶିମିଳି ପଦର ପଞ୍ଚାୟତ ଅନ୍ତର୍ଗତ ଲୋକାପଡା ଠାରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପ ବୁଲି ଦେଖିଥିଲେ | ଜିଲ୍ଲାପାଳ ଶ୍ରୀ ପଣ୍ଡା ଖଟଖଟିଆ, ମନମୁଣ୍ଡl ମଣ୍ଡି ପରିଦର୍ଶନ କରିବା ସହ ସମସ୍ୟା ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା କରିଥିଲେ | ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡାଙ୍କ ସହିତ ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ, ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ , ସହକାରୀ ଯନ୍ତ୍ରୀ ଜୟ ମହନ୍ତଙ୍କ ସମେତ ଅନେକ ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like