-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚିଲା କୋରନା ଟୀକା କୋଭିସିଲ୍ଡ

14-Jan-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମଗ୍ର ବିଶ୍ୱରେ କୋରନା ମହାମାରୀ ଉଗ୍ରରୂପ ଧାରଣ କରି ଜନ ଜୀବନ ଧ୍ଵଂସ କରି ପକାଉ ଅଛି।ଏହି ମହାମାରୀ ରୋଗରୁ ନିସ୍ତାର ପାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ କୋଭିସିଲ୍ଡ ଓ କୋଭାକ୍ସିନ ଟୀକା ବାହାରି ଅଛି। ଏହା ସମଗ୍ର ଭାରତରେ ବର୍ତ୍ତମାନ ଯୋଗାଣ ଚାଲିଛି।ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଗୁରୁବାର ଅପରାହ୍ନ ପ୍ରାୟ ୫ଟା ବେଳେ କୋଭିସିଲ୍ଡ  ଟୀକା ଆସି ପହଞ୍ଚିଛି। ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଏହି ଟୀକା ଭ୍ୟାନ ପହଞ୍ଚିବା ପରେ ସ୍ୱାସ୍ଥ ବିଭାଗ କର୍ମଚାରୀ ଓ ଲୋକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

 ଏହି ଟୀକା ଯୋଗାଣ ଭ୍ୟାନ ରେଢାଖୋଲ ଡାକ୍ତରଖାନାକୁ ପହଞ୍ଚିବା ସମୟରେ ସ୍ଥାନୀୟ ଉପଜିଲ୍ଲାପାଳ ପଦ୍ମନାଭ ବେହେରା, ଡାକ୍ତରଖାନା ଅଧିକ୍ଷକ ବିପିନ ବିହାରୀ ସାହୁଙ୍କ ସହିତ ସ୍ବାସ୍ଥ୍ୟ କର୍ମଚାରୀ ମାନେ ଉପସ୍ଥିତ ହୋଇ ଏହି ଟୀକାକୁ ଗ୍ରହଣ କରି ଶୀତ ତାପ ନିୟନ୍ତ୍ରଣ କୋଠରୀରେ ରଖାଯିବ ବୋଲି ପ୍ରକାଶ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧୬ ତାରିଖ ରେ ଏହି ଟୀକାର ସମଗ୍ର ଭାରତରେ ଟିକାକରଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହି କ୍ରମରେ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାରେ ମଧ୍ୟ ସ୍ୱାସ୍ଥ୍ୟ ବିଭାଗର ସମ୍ବନ୍ଧିତ ୧୪୮ ଜଣ କର୍ମଚାରୀଙ୍କୁ ଏହି ଟୀକା ପ୍ରଦାନ କରାଯିବ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like