-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ଆଶୁତୋଷ ଠାକୁର ପ୍ରଜ୍ଞାପ୍ରାଣ ସମ୍ମାନରେ ସମ୍ମାନୀତ

17-Feb-2025



କଟକ:(ପ୍ରେରଣା )-କଟକର କର୍ମବୀର ଗୌରୀଶଙ୍କର ଟାଉନହଲ ଠାରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିବା କବିତା ପାଠୋତ୍ସବ , ସଙ୍କଳନ ଉନ୍ମୋଚନ ଏବଂ ସାରସ୍ଵତ ସମ୍ବର୍ଦ୍ଧନା ସମାରୋହ ୨୦୨୫‌‌ ରେ ମୁଖ୍ୟ ଅତିଥି ବିଶିଷ୍ଟ ସିନେ ଅଭିନେତା , ନିର୍ଦ୍ଦେଶକ ତଥା ପ୍ରଡୁସର ଡ଼ା ପ୍ରଦ୍ୟୁମ୍ନ ଲେଙ୍କା ମହୋଦୟଙ୍କ ହାତରୁ ବଲାଙ୍ଗିର ଜିଲ୍ଲା ବେଲପଡ଼ା  ବ୍ଲକ ମଣ୍ଡଳ ଗାଁ ର ଯୁବକବି ଆଶୁତୋଷ ଠାକୁରଙ୍କୁ ରାଜ୍ୟ ସ୍ତରୀୟ "ପ୍ରଜ୍ଞାପ୍ରାଣ ସମ୍ମାନ " ରେ ସମ୍ମାନିତ କରାଯାଇଛି। ଭାଷା ସାହିତ୍ୟ କ୍ଷେତ୍ରରେ ଅବଦାନ ଓ ନିରନ୍ତର ସାମାଜିକ ମୂଲ୍ୟବୋଧ ଭରା କବିତା, ଗଳ୍ପ, ପ୍ରବନ୍ଧ ଅନେକ ପତ୍ର ପତ୍ରିକାରେ ପ୍ରକାଶିତ ହୋଇ ଆସୁଛି। ତାଙ୍କର ସ୍ଵ ରଚିତ କବିତା ସଙ୍କଳନ "ଦେଖ୍ ଦୁନିଆଁର ଚଲନ୍ " ଓ ତାଙ୍କର କଲା ସଂକୃତି ର ପ୍ରଚାର ପ୍ରସାର you tube chennal "Mahani laha " ମଧ୍ୟ ଏକ ମୁଖ୍ୟ ମାଧ୍ୟମ  ହୋଇ ଆସିଛି ।ମଞ୍ଚରେ ଉପସ୍ଥିତ ସଭିଙ୍କୁ ଶ୍ରୀ ଠାକୁର ତାଙ୍କର ପୁସ୍ତକ ପ୍ରଦାନ କରିଥିଲେ। ପାଠକ ହିଁ ଶ୍ରେଷ୍ଠ ଗୁରୁ ବଲି କବି ନିଜ ମନ୍ତବ୍ୟରେ ପ୍ରକାଶ କରିଛନ୍ତି । ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା କବି ସାରଥୀ ଡ. ଶ୍ରୀଚନ୍ଦନ ମହାପାତ୍ରଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏହି ଖବର ଶୁଣି ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଶୁଭେଛୁ ମାନେ କବି ଶ୍ରୀ ଠାକୁରଙ୍କୁ ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like