-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ସିମେଣ୍ଟ ନଗର ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ଓ ଶିକ୍ଷକ ଙ୍କ ଆତ୍ମ ମନ୍ଥନ ଶିବିର

17-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗୋଟିଏ ଅନୁଷ୍ଠାନ ର ପୁରାତନ ଛାତ୍ର ଓ ସେହି ବିଦ୍ୟାଳୟ ପୁରାତନ ଶିକ୍ଷକ ଶିକ୍ଷୟିତ୍ରୀ ହେଉଛନ୍ତି ସଂପୃକ୍ତ ବିଦ୍ୟାଳୟ ର ସମ୍ପତ୍ତି ବୋଲି ବରଗଡ଼ ବ୍ଲକ ସିମେଣ୍ଟ ନଗର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ରବିବାର ଆୟୋଜିତ ଆତ୍ମ ମନ୍ଥନ ଶିବିର ରେ ମତ ପ୍ରକାଶ ପାଇଛି । 
ପୂର୍ବ ତନ ପ୍ରଧାନ ଶିକ୍ଷକ ବିଶିଷ୍ଟ ସାହିତ୍ୟକ ମନୋରଞ୍ଜନ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଏହି ସ୍କୁଲ ର ୨୦୦୯ ମସିହା ରେ ପଢୁଥିବା ଛାତ୍ର ମାନେ ସମବେତ ହୋଇ ଥିବା ବେଳେ ପୂର୍ବ ତନ ଛାତ୍ର ଜଗବନ୍ଧୁ ଭୋସାଗର କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ।

ପୂର୍ବତନ ପ୍ରଧାନଶିକ୍ଷକ ଚନ୍ଦ୍ର ଶେଖର ସାହୁ, କପିଳ ବାଗ , ତରଣି ସେନ ବୁଦ୍ଧିଆ ,ପ୍ରାଣ ଧନ ଦେବତା,ବୃନ୍ଦାବନ ସତପଥି ପ୍ରମୁଖ ଶିକ୍ଷକ ବୃନ୍ଦ ଉପସ୍ଥିତ ରହି ବିଦ୍ୟାଳୟ ର ଉତ୍ତରୋତ୍ତର ଉନ୍ନତି ପରିକଳ୍ପେ ପୁରାତନ ଛାତ୍ର ମାନେ ଆଗେଇ ଆସନ୍ତୁ ବୋଲି ଆହ୍ବାନ ଦେଇଥିଲେ ।ଏହି ଅବସର ରେ ପୁରାତନ ଛାତ୍ର ମାନେ ଗୁରୁ ମାନଙ୍କୁ ସମ୍ୱର୍ଧିତ କରିବା ସହ ସ୍କୁଲ ର ପଢା ବେଳ ର ସ୍ମୃତି ଚାରଣ କରିଥିଲେ ।ଏଥି ସହିତ ଉପସ୍ଥିତ ପୁରାତନ ଶିକ୍ଷକ ଓ ଛାତ୍ର ସ୍କୁଲ ସହିତ ସାମିଲ ହୋଇ କାର୍ଯ୍ୟ କରିବାକୁ ଦୃଢ଼ ସଂକଳ୍ପ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like