-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଖେଳ

ବଲାଙ୍ଗୀରରେ ମହିଳା କ୍ରିକେଟ ମହାକୁମ୍ଭ ୨୩ ଓ ୨୪ରେ

18-Feb-2025



ବଲାଙ୍ଗୀର(ପ୍ରେରଣା  ଖବର): ଓଡ଼ିଶା ମହିଳା କ୍ରିକେଟରେ ପ୍ରାଧାନ୍ୟ ବିସ୍ତାର କରିଥିବା ବଲାଙ୍ଗୀର ଏ ଦିଗରେ ଆଉ ଏକ ପାଦ ଆଗେଇଛି। ଆସନ୍ତା ଫେବ୍ରୁଆରି ୨୩ ଓ ୨୪ ଦୁଇଦିନ ଧରି ଗାନ୍ଧି ଷ୍ଟାଡିୟମରେ ଓଡ଼ିଶାର ବହୁ ଶ୍ରେଷ୍ଠ ମହିଳା କ୍ରିକେଟର ଏକାଠି ହେବେ। ସ୍ଥାନୀୟ ଅଗ୍ରଣୀ ମହିଳା ସଂଗଠନ ନାରୀଶକ୍ତି ଫାଉଣ୍ଡେସନ ଆନୁକୂଲ୍ୟରେ ତଥା ଜିଲ୍ଲା କ୍ରିଡ଼ା ସଂସଦ ସହଯୋଗରେ ଦୁଇଦିନ ଧରି ଏକ ରାଜ୍ୟସ୍ତରୀୟ ମହିଳା ଟି-୨୦ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେଉଛି। ଏଥିରେ ଆୟୋଜକ ବଲାଙ୍ଗୀର ଏକାଦଶ, ଭୁବନେଶ୍ବରର ଦୁଇଟି ଦଳ ଓ ରାଉରକେଲାର ଗୋଟିଏ ଦଳ ‌ଭାଗ ନେବେ। ଉଭୟ ଦିନ ସକାଳ ୯ଟାରୁ ଆରମ୍ଭ ହେବାକୁ ଥିବା ଏହି ଦିବସବ୍ୟାପୀ ନକ୍‌-ଆଉଟ ଟୁର୍ଣ୍ଣାମେଣ୍ଟ ପ୍ରତିଦ୍ବନ୍ଦ୍ବିତାପୂର୍ଣ୍ଣ ହେବା ଆଶା କରାଯାଉଛି। ବିଜେତା, ଉପବିଜେତା, ଶ୍ରେଷ୍ଠ ଖେଳାଳି, ଶ୍ରେଷ୍ଠ ବ୍ୟାଟର, ଶ୍ରେଷ୍ଠ ବୋଲର ଆସି ବିଭିନ୍ନ ଆକର୍ଷଣୀୟ ପୁରସ୍କାର ରହିଥିବା ନେଇ ଫାଉଣ୍ଡେସନର ସଂପାଦିକା ନୂତନ ଦାସ ସୂଚନା ଦେଇଛନ୍ତି। 
ସୂଚନାଯୋଗ୍ୟ, ଓଡ଼ିଶାର କ୍ରୀଡ଼ା ମାନଚିତ୍ରରେ, ବିଶେଷ କରି ମହିଳା କ୍ରିକେଟରେ ବଲାଙ୍ଗୀରର ସ୍ବତନ୍ତ୍ର ପରିଚୟ ରହିଛି। ଓଡ଼ିଶାର ପ୍ରଥମ ଦୁଇଜଣ ମହିଳା କ୍ରିକେଟର ଭାବେ ମାଧୁରୀ ମେହେଟ୍ଟା ଓ ପରେପରେ ରୋସନାରା ପରୱିନ ଅତୀତରେ ଏକାଧିକ ଥର ଜାତୀୟ ସିନିୟର କ୍ରିକେଟ ଦଳର ପ୍ରତିନିଧିତ୍ବ କରିଥିବା ବେଳେ ସରିତା ମେହେର ପୂର୍ବାଞ୍ଚଳ ସିନିୟର ଜୋନାଲ ଦଳର ପ୍ରତିନିଧିତ୍ବ କରିଛନ୍ତି। ମାଧୁରୀ ମଧ୍ୟ କିଛିକାଳ ରାଜ୍ୟ ଦଳର ଅଧିନାୟିକା ରହିବା ସହ ଦେଶର ଅନ୍ୟତମ ପ୍ରମୁଖ ବ୍ୟାଟର ଭାବେ ଘରୋଇ କ୍ରିକେଟ ଋତୁରେ କ୍ରମାଗତ ସର୍ବାଧିକ ରନ୍‌-ସ୍କୋରର ତାଲିକାର ଶୀର୍ଷସ୍ଥାନମାନଙ୍କରେ ରହିଆସୁଛନ୍ତି। ଗତ ପ୍ରାୟ ଦେଢ଼ଦଶନ୍ଧି ଧରି ଓଡ଼ିଶା ସିନିୟର ଏକାଦଶରେ ବଲାଙ୍ଗୀର ଦଳର ୫-୬ ଜଣ ଖେଳାଳି ନିୟମିତ ସ୍ଥାନ ପାଇଆସୁଛନ୍ତି। ବଲାଙ୍ଗୀର ମଧ୍ୟ ଅନ୍ତଃଜିଲ୍ଲା ସିନିୟର ମହିଳା କ୍ରିକେଟ ଟୁର୍ଣ୍ଣାମେଣ୍ଟର ଡିଫେଣ୍ଡିଙ୍ଗ ଚାମ୍ପିଅନ। ବିଭିନ୍ନ କନିଷ୍ଠ ବର୍ଗରେ ମଧ୍ୟ ବହୁ ସଂଖ୍ୟାରେ ବାଳିକାମାନେ ଉତ୍ତମ ପ୍ରଦର୍ଶନ କରିଆସୁଥିବାରୁ ଆଗକୁ ମଧ୍ୟ ମହିଳା କ୍ରିକେଟରେ ବଲାଙ୍ଗୀରର ପ୍ରାଧାନ୍ୟ ଅବ୍ୟାହତ ରହିବା ନେଇ ଡିଏଏ ସାଧାରଣ ସଂପାଦକ ହରିନାରାୟଣ ପୂଜାରୀ ଓ ମହିଳା କ୍ରିକେଟ ପ୍ରଶିକ୍ଷକ ଅରୁଣ ନାଏକ ଆଶାପ୍ରକାଶ କରିଛନ୍ତି। ବଲାଙ୍ଗୀର ମହିଳା କ୍ରିକେଟର ଏହି ଉଜ୍ଜଳ ପରମ୍ପରାକୁ ଅକ୍ଷୁଣ୍ଣ ରଖିବା ପାଇଁ କ୍ରିକେଟପ୍ରେମୀମାନେ ବହୁସଂଖ୍ୟାରେ ଏହି ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଉଭୟ ଦିନ ଷ୍ଟାଡିୟମ ଆସନ୍ତୁ ବୋଲି ସେମାନେ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like