-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||      ଡାବୁଗାଁ ବ୍ଲକ ରେ ୬ଜଣ ଆଇଏଏସ ପ୍ରଶିକ୍ଷାର୍ଥୀ   (11-Nov-2025)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅଧିନସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇ ଯାଇଛି । ଏହି ଦିବସ ଅବସରରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଡ. ଦ୍ଵାଦଶ କୁ. ପ୍ରଧାନ ଦ୍ଵୀପ ପ୍ରଜ୍ଜ୍ବଳନ ପୂର୍ବକ କାର୍ଯ୍ୟକ୍ରମଟିକୁ ଆଗେଇ ନେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଜାତୀୟ ବିଜ୍ଞାନ ଦିବସ ଅବସରରେ ମମତା ଗଡତିଆ ଗୁରୁମା ସି.ଭି. ରମଣଙ୍କ ଜୀବନୀ ବିଷୟରେ ଉପସ୍ଥାପନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ପ୍ରଧାନ ଆଜ୍ଞା ଜାତୀୟ ବିଜ୍ଞାନ ଦିବସ କାହିଁକି ପାଳନ କରିଥ।ଉ ତଥା ବିଜ୍ଞାନ ମଣିଷ ପାଇଁ କିପରି ବରଦାନ ସାଜିଛି ସେ ବିଷୟରେ ଆଲୋକପାତ କରିଥିଲେ । ବିଜ୍ଞାନ ବିଭାଗର ଗୁରୁଜୀ ଶ୍ରୀଯୁକ୍ତ ସଂଗ୍ରାମ ପଟେଲ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିବା ବେଳେ ଶ୍ରୀଯୁକ୍ତ ରାଧାକାନ୍ତ ସାହୁ ଗୁରୁଜୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025
  ଜିଲ୍ଲା  
ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   11-Nov-2025

You Might Also Like