-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

ଲର୍କି ପାଲି ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିନବ କୃଷି ଜନ୍ତ୍ରପାତି ସମ୍ମାନ କାର୍ଯ୍ୟକ୍ରମ

15-Jan-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର ): ଲର୍କିପାଲି ସ୍ଥିତ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଅଭିନବ କୃଷି ଯନ୍ତ୍ରପାତି ସମ୍ମାନ ଚୟନ ଆୟୋଜିତ ହୋଇଯାଇଛି। ବଛା ଯାଇଥିବା ୬ ଜଣ ଚାଷୀମାନଙ୍କ ଦ୍ବାରା ନିଜସ୍ବ ଅଭିଜ୍ଞତା ଓ ଜ୍ଞାନ କୌଶଳ ପ୍ରୟୋଗ ଦ୍ୱାରା ନିର୍ମିତ ଅଭିନବ କୃଷି ଯନ୍ତ୍ରପାତି ଗୁଡିକୁ ଲର୍କିପାଲି ସରକାରୀ କୃଷି ଫାର୍ମ, ବଲାଙ୍ଗୀର ଠାରେ ଜିଲ୍ଲାସ୍ତରୀୟ ବିଚାରକ ମଣ୍ଡଳୀ ଉପସ୍ଥିତିରେ ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଲ୍ ରାଣା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଅଭିନବ କୃଷି ଯନ୍ତ୍ରପାତି ସମ୍ମାନ କାର୍ଯ୍ୟକମ ଉପରେ ସମସ୍ତଙ୍କୁ ଅବଗତ କରାଇଥିଲେ । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଅଶୋକ କୁମାର ମହାନ୍ତି, ଜିଲ୍ଲା କୃଷି ନିର୍ବାହୀ ଯନ୍ତ୍ରୀ ଶ୍ରୀ ଚୌଧୁରୀ ଦେବବ୍ରତ ଦାଶ, ଏହି କାର୍ଯ୍ୟକ୍ରମର ଗୁରୁତ୍ବ ଉପରେ ଚାଷୀ ମାନଙ୍କୁ ଆଲୋକପାତ କରାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ବିଭାଗର ଅନ୍ୟାନ୍ୟ ଅଧିକାରୀ , କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଓ ମୁଖ୍ୟ, ଜିଲ୍ଲାର ସମସ୍ତ ସହକାରୀ କୃଷି ନିର୍ବାହୀ ଯନ୍ତ୍ରୀ, ସହକାରୀ କୃଷିଯନ୍ତ୍ରୀ ଏବଂ ଅନ୍ୟ ବିଭାଗର ଜିଲ୍ଲାସ୍ତରୀୟ ବିଚାରକ ମଣ୍ଡଳୀର ସଭ୍ୟମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like