-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା କୁ ନେଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଙ୍କ କାର୍ଯ୍ୟାଳୟରେ ପଥପ୍ରାନ୍ତ ସଭା

06-Mar-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଙ୍କ କାର୍ଯ୍ୟାଳୟରେ ସୁଭଦ୍ରା ସଚେତନତା ଅବସରରେ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଆଗଲପୁର ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିଲେ l ଏହାସହ ଆଗଲପୁର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଙ୍କ ସଭାପତିତ୍ବ ରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l  ଅଙ୍ଗନୱାଡ଼ି ସୁପରଭାଇଜର ଅନୁପମା ନାଏକ, ପଦ୍ମିନୀ ପାତ୍ର, ପ୍ରଫୁଲ୍ଲ କୁମାରୀ ଦୋରା, ସିନିୟର୍ ରେଭିନିଉ ଆସିଷ୍ଟାଣ୍ଟ ଶ୍ରୀ ସମୋନାଥ ମିର୍ଦ୍ଧା, ଜୁନିଅର ଆସିଷ୍ଟାଣ୍ଟ ଶ୍ରୀ ବିକାଶ ନାଏକ, ନବନିତ୍ କୁମାର ମେହେର, ପୋଷଣ ବ୍ଲକ୍ ସଂଯୋଜକ ଶ୍ରୀ ପଙ୍କଜ ମାଝୀ ମଧ୍ୟ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।ମୁଖ୍ୟ ଅତିଥି ସୁଭଦ୍ରା ଯୋଜନା ରେ ମହିଳା ମାନେ କିପରି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ତା ଉପରେ ଆଲୋକପାତ କରିଥିଲେ।

ସାଂସ୍କୃତିକ କାର୍ଯକ୍ରମ ଜରିଆରେ ସରକାରଙ୍କ ଏହି ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ସଂପର୍କରେ ଅବଗତ କରିଥିଲେ। ଆଜିର ପଥପ୍ରାନ୍ତ ସଭାରେ ବହୁ ସ୍ଵୟଂ ସହାୟକ ଗୋଷ୍ଠୀ ର ମା ମାନେ ଉପସ୍ଥିତ ଥିଲେ। ତା ସହିତ ଅଙ୍ଗନୱାଡ଼ି କର୍ମୀ ମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ଯୋଜନା ରେ ବାଦ୍ ପଡ଼ିଥିବା ମହିଳା ମାନେ କିପରି ସାମିଲ ହୋଇ ପାରିବ ସେ ବିଷୟରେ ଅତିଥି ମାନେ ମତ ଦେଇଥିଲେ। ଓ ସମସ୍ତେ ଏହାର ଲାଭ ଉଠାନ୍ତୁ ବୋଲି ପ୍ରତିକ୍ରିୟା ରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like