-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||     

HOME   ଜିଲ୍ଲା

ଛତିଶଗଡ ମୁଖ୍ୟମନ୍ତ୍ରୀ ଙ୍କୁ କୋଶଳୀ ବହି ଉପହାର ଦେଲେ କବି ବିଷ୍ଣୁ ଚରଣ ପ୍ରଧାନ

07-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଭାଷା ଓ ସାହିତ୍ୟ ଏକତା ର ସୂତ୍ର ।ଦେଶର ଅଖଣ୍ଡତା ଓ ଏକତା ରକ୍ଷା ର ବାର୍ତ୍ତା  ସାହିତ୍ୟ ରେ ହିଁ ପ୍ରତିଫଳିତ ହୋଇଥାଏ ।ସାହିତ୍ୟ ର ଆଦର ସବୁଠାରେ ରହିଥାଏ ତାହା ପ୍ରମାଣିତ ହୋଇଛି । ଗତ ବୁଧବାର ବରଗଡ଼ ର ଜଣା ଶୁଣା କବି ବିଷ୍ଣୁ ଚରଣ ପ୍ରଧାନ ପଡୋଶୀ ରାଜ୍ୟ ଛତିଶଗଡ ମୁଖ୍ୟ ମନ୍ତ୍ରୀ ବିଷ୍ଣୁ ଦେବ ସହାୟ ଙ୍କୁ ଭେଟି "ସତ୍ କଥା","ସାନ ଭାଇ ଟା କାଇଁ ଯେ ଦେଇ ନେ ପାରେ",ଆର୍ କୋଶଳ ରାଏଜ୍ ଆମର ହକ୍ " ନାମକ ତିନି ଖଣ୍ଡ କୋଶଲୀ ପୁସ୍ତକ ଉପହାର ପ୍ରଦାନ କରିଛନ୍ତି ।ଏହି ଅବସର ରେ ମୁଖ୍ୟମନ୍ତ୍ରୀ ଶ୍ରୀ ସହାୟ କବି ଙ୍କ ସାରସ୍ଵତ ସୃଷ୍ଟି କୁ ପ୍ରଶଂସା କରିବା ସହ ପୁସ୍ତକ ଉପହାର ଦେଇଥିବାରୁ ଧନ୍ୟବାଦ୍ ଜଣାଇଥିଲେ । ଏଥି ସହିତ ଆଗାମୀ ଦିନ ରେ ବହୁ ଭାଷୀ  କବି ବିଷ୍ଣୁ ଚରଣ ପ୍ରଧାନ ଙ୍କ ଦ୍ଵାରା ପ୍ରକାଶିତ ହେବାକୁ ଥିବା ୧୦୨ କବିତା ସନ୍ନିବେଶିତ ବହୁ ଭାଷୀ କବିତା ପୁସ୍ତକ "ଲହର " ର ସଫଳତା ପାଇଁ ଶୁଭେଛା ବାର୍ତ୍ତା ମଧ୍ୟ ପ୍ରଦାନ କରିଛନ୍ତି ।ତେବେ ପଡୋଶୀ ରାଜ୍ୟ ର ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଆମ ଅଞ୍ଚଳ ର ସାହିତ୍ୟ ଓ ସଂସ୍କୃତି ସମ୍ବଳିତ ପୁସ୍ତକ ପ୍ରଦାନ କରାଯାଇଥିବାରୁ କବି ବିଷ୍ଣୁ ଚରଣ ପ୍ରଧାନ ଙ୍କୁ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ସମେତ ବରଗଡ଼ ଜିଲ୍ଲା ର ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ତରଫରୁ ତାଙ୍କ ଉଦ୍ୟମ କୁ ଭୂୟସୀ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026

You Might Also Like