-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ମହାନଗର

ଅନନ୍ୟା କ୍ରିଏଟିଭ୍ସ ଦ୍ୱାରା ମୁକ୍ତିଲାଭ କଲା "ଅନନ୍ୟା ଆଞ୍ଜେଲ ଅନ୍ ଆର୍ଥ, ଗଡେଶ ଅନ୍ ଆର୍ଥ" ମ୍ୟୁଜିକ ଭିଡିଓ

08-Mar-2025



ଭୁବନେଶ୍ବର(ପ୍ରେରଣା ଖବର): ବିଶ୍ୱ ମହିଳା ଦିବସ ଉପଲକ୍ଷେ ଅନନ୍ୟା କ୍ରିଏଟିଭ୍ସ ଦ୍ୱାରା ଏକ ଅନନ୍ୟ ମ୍ୟୁଜିକ ଭିଡିଓ ମୁକ୍ତିଲାଭ କରିଛି ଯାହାର ନାଁ ରହିଛି "ଅନନ୍ୟା ଆଞ୍ଜେଲ ଅନ୍ ଆର୍ଥ, ଗଡେଶ ଅନ୍ ଆର୍ଥ" ରଖାଯାଇଛି l ଏହି ମ୍ୟୁଜିକର ଗୀତ ରଚନା କରିଛନ୍ତି ଓଡ଼ିଶାର ପ୍ରଖ୍ୟାତ ଗୀତିକାର ଡଃ ଲଳିତ ନାରାୟଣ ରଥ ଯିଏ କି ଏକାଧାରରେ ଜଣେ ସାମ୍ବାଦିକ, ଆଇନଜୀବୀ ସହିତ ସୁନାମଧନ୍ୟ ଗୀତିକାର l ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ରାଜକିଶୋର ଗୋଛାୟତ ଏବଂ କଣ୍ଠଦାନ କରିଛନ୍ତି ଦେଶ ବିଦେଶ ର ଭାଷାରେ କଣ୍ଠଦାନ କରି ସୁନାମ ଅର୍ଜନ କରିଥିବା କଣ୍ଠଶିଳ୍ପୀ ଡଃ ସନ୍ଧ୍ୟା ପଟ୍ଟନାୟକ, ମାନସ ପ୍ରୀତମ ଓ ବନ୍ଦୀଶ ପାଲିତ l ଏହି ମ୍ୟୁଜିକ ଭିଡ଼ିଓର ମୁକ୍ତିଲାଭ ଉତ୍ସବ ଭୁବନେଶ୍ୱରର ଏକାମ୍ର କାନନ ନିକଟବର୍ତ୍ତୀ ହୋଟେଲ ଓକ୍ସି ଠାରେ ଅନୁଷ୍ଠିତ ହୋଇଛି l ଅତିଥି ଭାବେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ପାଲିତ, ବିଶ୍ୱ ପ୍ରବାସୀ ଓଡ଼ିଆ ଚେୟାରମ୍ୟାନ ଶ୍ରୀଯୁକ୍ତ କିଶୋର ଦ୍ବିବେଦୀ, ସମାଜସେବୀ ଶ୍ରୀମତୀ ନମ୍ରତା ଚଢା, ଭୁବନେଶ୍ୱର ଉତ୍ତରର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ମିଶ୍ର ଓ ଅଦାନୀ ଗ୍ରୁପ୍ ର ନିର୍ଦ୍ଦେଶକ ଶ୍ରୀଯୁକ୍ତ ସୁବ୍ରତ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ l ଆସନ୍ତା ୧୦ ମାର୍ଚ୍ଚ ପର୍ଯ୍ୟନ୍ତ ଏହି ମ୍ୟୁଜିକ ଭିଡିଓ ବିଶ୍ୱସ୍ତରରେ ମୁକ୍ତିଲାଭ କରିବ l ଏହି ଭିଡିଓର ଯେଉଁ ଥିମ୍ ରହିଛି ତାହା ବିଶ୍ୱ ସ୍ତରରେ ବେଶ ଲୋକପ୍ରିୟତା ହାସଲ କରିବ ଏଥିରେ ସନ୍ଦେହ ନାହିଁ ବୋଲି ଅନନ୍ୟା କ୍ରିଏଟିଭ୍ସ ଅନୁଷ୍ଠାନ ତରଫରୁ ଦୃଢୋକ୍ତି ପ୍ରକାଶ କରାଯାଛି l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like