-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଅନ୍ତର୍ଜାତୟ ମହିଳା ଦିବସ ପାଳିତ

08-Mar-2025



ଡୁଙ୍ଗୁରିପାଲି, ତା ୮/୩(ପ୍ରେରଣା ଖବର):
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ଆନ୍ତର୍ଜାତୀୟ ମହିଳା ଦିବସ   ପାଳିତ ହୋଇଯାଇଛି।   ସଭାରେ ସମ୍ମାନିତ ଅତିଥି ଭାବରେ ଆଲୁମିନୀ ସଦସ୍ୟା ସ୍ନିଗ୍ଧା ପ୍ରଧାନ  ମଞ୍ଚାସିନ ହୋଇ ମହିଳା ମାନଙ୍କର ସମାଜରେ କର୍ତ୍ତବ୍ୟ, ସମ୍ମାନ ତଥା ନିରାପତ୍ତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ବଲପୁରସ୍ଥିତ ଗାୟତ୍ରୀ ମହାବିଦ୍ୟାଳୟର ଜୀବ ବିଜ୍ଞାନ ଅଧ୍ୟାପିକା ସୁଶ୍ରୀ ମାମିନା ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମହିଳା ମ।ନେ କିପରି ସମାଜ ସଂସ୍କାର ଦିଗରେ ଯୁଗେ ଯୁଗେ କାର୍ଯ୍ୟକାରୀ ଆସିଛନ୍ତି ତାହା ଉପରେ ସୁନ୍ଦର ବକ୍ତବ୍ୟ ରଖିଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚାସିନ ହୋଇ ଏବେ ପୁଅ ଝିଅ ମାନେ ଶିକ୍ଷା ,ବ୍ୟବସାୟ,ବାଣିଜ୍ୟ, ସାହିତ୍ୟ,  ତଥା ଗବେଷଣା କ୍ଷେତ୍ରରେ ସମାନ ଅଟନ୍ତି ବୋଲି ମତ ପ୍ରକାଶ କରିଥିଲେ। 
ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ  ନନ୍ଦିଘୋଷ ବାରିକ ମହିଲା ଦିବସର ଉଦ୍ଦେଶ୍ୟ  ଜ୍ଞାପନ କରିଥିଲେ। ସଭାର ପ୍ରାରମ୍ଭରେ ଅତିଥିମାନେ ଅଗ୍ରପୂଜ୍ୟ ଗଜନନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟାଳୟର ଛାତ୍ରୀ ପୂଜାରାଣୀ ଦୀପ , ଅର୍ଚ୍ଚିତା ପ୍ରଧାନ,ଜନାନିକା ନାୟକ, ଲିପ୍ସା ଜୁଆଡି ଓ ଶୁଭଶ୍ରୀ ବରିହା ଏହି ଅବସରରେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ ।ସଭାର ପ୍ରାରମ୍ଭରେ ଅନ୍ତରା ଜାଲ, ସୀମି ନାୟକ ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭାକୁ ସଂଯୋଜନା କରିଥିଲେ ।

ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମକୁ ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ,  ସୁରଜ୍ ଖମାରୀ , ବିକାଶ ,ଅମିତ୍ ଓ ସମୀର କଠାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like