-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଅପରାଧ

ଜେ.ଏସ୍.ଏମ୍  କଳା, ବିଜ୍ଞାନ ଏବଂ ବାଣିଜ୍ୟ   କଲେଜ ପକ୍ଷରୁ ବିଶ୍ଵ ମହିଳା ଦିବସ

08-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ଏସ୍.ଏମ୍  କଳା, ବିଜ୍ଞାନ ଏବଂ ବାଣିଜ୍ୟ   ମହାବିଦ୍ୟାଳୟ  ପରିସରରେ ଆଜି ତା ୮/୩/୨୦୨୫   ଆନ୍ତର୍ଜାତୀୟ ମହିଳା ଦିବସ ପାଲିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀକାନ୍ତ ଶର୍ମା, ପ୍ରଧାନ ଶିକ୍ଷକ ଉପେନ୍ଦ୍ର ମହାନ୍ତି ଓ ଅନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ଦ୍ବାରା ଦୀପ ପ୍ରଜ୍ବଳନ ସହିତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଥିଲା ।  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରଜେନ୍ଦ୍ର ବିଶ୍ୱବିଦ୍ୟାଲୟର ପଙ୍କଜିନି ମୁଲିଆ (ଦର୍ଶନ ବିଭାଗର ସହକାରୀ ପ୍ରଫେସର) ଓ ସୀମାରାନୀ ରଥ (ସଂସ୍କୃତ ପିଜି ବିଭାଗର ସହକାରୀ ପ୍ରଫେସର) ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ମହିଳାମାନେ ସମାଜର ପ୍ରତ୍ୟେକ କ୍ଷେତ୍ରରେ ଆଗବର । ପ୍ରତ୍ୟେକ କ୍ଷେତ୍ରରେ ସେମାନେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରିଛନ୍ତି । ମହିଳାମାନେ କିପରି ନିଜକୁ ନିଜେ ସଶକ୍ତିକରଣ କରିବା ସହିତ ସମ୍ପୂର୍ଣ୍ଣ ପରିବାରକୁ ମଧ୍ୟ ସଶକ୍ତିକରଣ କରିବାରେ ସହାୟକ ହେଉଛନ୍ତି, ସେହି ବିଷୟ ରେ ବକ୍ତବ୍ୟ ଦେଇ ଉତ୍ସାହିତ କରି ଥିଲେ । ସେହିପରି ବିଭିନ୍ନ ସମୟରେ ମହିଳା ମାନଙ୍କ କ୍ଷେତ୍ରରେ ହେଉଥିବା ବିଭିନ୍ନ ପ୍ରକାରର ନିର୍ଯ୍ୟାତନା ଆଦିର ଦୂରୀକରଣ ଉପରେ କାର୍ଯ୍ୟକ୍ରମରେ ଗୁରୁତ୍ଵାରୋପ କରାଯାଇଥିଲା ।  ବହୁତ ଆନନ୍ଦ ସହକାରେ ଜେ.ଏସ୍.ଏମ୍ କଲେଜ ପରିସରରେ  ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like