-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ପଦ୍ମପୁର ଚତୁର୍ଥ ଶୀତଳଷଷ୍ଠୀ ପାଳନ ପାଇଁ କର୍ମକର୍ତ୍ତା ଘୋଷଣା

11-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆସନ୍ତା ମେ ୩୧ ଓ ଜୁନ୍ ୧ ତାରିଖ ବରଗଡ଼ ଜିଲ୍ଲା ପଦ୍ମପୁର ସହରରେ ଚତୁର୍ଥ ବର୍ଷ ଶୀତଳଷଷ୍ଠୀ ୨୦୨୫ ପାଳନ କରାଯିବା ପାଇଁ ଆଜି ରାମେଶ୍ବର ବାବା ଶୀତଳଷଷ୍ଠୀ ପୂଜା ପାଳନ କମିଟି ତରଫରୁ ଘୋଷଣା ହୋଇଛି। ଚଲିତ ୨୦୨୫ ବର୍ଷ ବଡ଼ ଧୂମଧାମରେ ଶୀତଳଷଷ୍ଠୀ ପାଳନ କରାଯିବା ପାଇଁ ନୂତନ କର୍ମକର୍ତ୍ତା ଙ୍କ ଦାୟିତ୍ୱ ଘୋଷଣା କରାଯିବା ସହ ଶାନ୍ତି ଶୃଙ୍ଖଳାର ଓ ଅଧିକ ଆକର୍ଷଣୀୟ ସହ ଚଳିତ ଶୀତଳଷଷ୍ଠୀ ପାଳନ ପାଇଁ ପ୍ରସ୍ତୁତି ଆଜି ଠାରୁ ଆରମ୍ଭ ହୋଇଛି। ଚଳିତ ୨୦୨୫ ବର୍ଷ ଶୀତଳଷଷ୍ଠୀ ପାଳନ ପାଇଁ ସଭାପତି ଭାବରେ ସୂରଜ କୁମାର ସାହୁ,ଉପ ସଭାପତି ଅକ୍ଷୟ କୁମାର ସାହୁ, ସମ୍ପାଦକ କମଳ କୁମାର ସାହୁ, ସହ ସମ୍ପାଦକ ନିକେଶ କୁମାର ନାଏକ ଓ ଶେବକ ମେହେର, କୋଷାଧ୍ୟକ୍ଷ କ୍ଷୀରୋଦ୍ର ତ୍ରିପାଠୀ,ସହ କୋଷାଧ୍ୟକ୍ଷ ସୁଦାମ ଦାନୀ, ଓ ସଂଯୋଜକ ଭାବରେ ଶୁଭମ ପଟ୍ଟନାୟକ ପ୍ରମୁଖ ସର୍ବସମ୍ମତିକ୍ରମେ ମନୋନୀତ ହୋଇଥିବା ବେଳେ ସହରର ବରିଷ୍ଠ ଓ କନିଷ୍ଠ ମାନଙ୍କୁ ନେଇ ଉପଦେଷ୍ଟା କମିଟି ଗଠନ ହୋଇଛି। ଶୀତଳଷଷ୍ଠୀ ପାଳନ ପାଇଁ ବିଭିନ୍ନ କମିଟି ଗଠନ ହୋଇଥିବା ବେଳେ ଆସନ୍ତା ଦିନରେ ଆହୁରି ବିଭିନ୍ନ ଦାୟିତ୍ଵ ପାଇଁ କମିଟି ଗଠନ କରାଯାଇ ଶାନ୍ତି ଶୃଙ୍ଖଳାର ସହ ପୂଜାର୍ଚ୍ଚନା ଅନୁଷ୍ଠିତ ହେବାର ସ୍ଥିରୀକୃତ ହୋଇଛି। ଆସନ୍ତା ଅକ୍ଷୟ ତୃତୀୟା ଦିନ ଶୀତଳଷଷ୍ଠୀ ର ଥାଳ ଉଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଚଳିତ ବର୍ଷ ୨୦୨୫ ପାଇଁ ଯେଉଁ ଭକ୍ତ ମାନେ କନ୍ୟା ପିତାମାତା ଓ ବର ପିତାମାତା ରୂପରେ ଦାୟିତ୍ଵ ନିର୍ବାହ କରି ଶିବ ପାର୍ବତୀଙ୍କ ଆଶିର୍ବାଦ ଲାଭ କରିବା ପାଇଁ ଇଛା କରୁଛନ୍ତି କମିଟି ସହ ଯୋଗାଯୋଗ କରିବା ପାଇଁ ଘୋଷଣା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like