-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ଶୈବପୀଠ ଚନ୍ଦନଧାରା ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

11-Mar-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର:ଝରିଗାଁ ବ୍ଳକ ପ୍ରସିଦ୍ଧ ଶୈବପୀଠ ରେ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ତା ୭|୩ ରୁ ଆରମ୍ଭ ହୋଇ ତା ୧୦|୩ ରେ ସମାପନ ହେଲା।ମନ୍ଦିର ପାର୍ଶ୍ଵରେ ଥିବା ମନ୍ଦିର ଗୁଡିକର ବିଗ୍ରହ ପ୍ରତିଷ୍ଠା ପୁରୋହିତ ମାନଙ୍କ ଦ୍ଵାରା କରାଯାଇ ଥିବା ବେଳେ ହରି ନାମ ସଙ୍କୀର୍ତ୍ତନ ବେଶ୍ ଉତ୍ସବ ମୁଖର ହୋଇ ଉଠିଥିଲା l ନବରଙ୍ଗପୁର ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଭକ୍ତବୃନ୍ଦ ଙ୍କ ଭିଡ ପରିଲକ୍ଷିତ ହୋଇଥିଲା l ସମସ୍ତ ଭକ୍ତବୃନ୍ଦ ଙ୍କ ନିମନ୍ତେ ଦହିଚଲା ପାଣି ବଣ୍ଟନ ବ୍ୟବସ୍ଥା କରାଯାଇଥିବା ବେଳେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା କମିଟି ମାନଙ୍କ ଦ୍ଵାରା କରାଯାଇଥିଲା l ଶେଷ ଦିନରେ ଅଧିକ ସଂଖ୍ୟକ ଡାବୁଗାଁ ସଦର ମହକୁମାରୁ  ଶ୍ରଦ୍ଧାଳୁ ମାନେ ଯାଇଥିବା ଦେଖୁବାକୁ ମିଲିଛି। ଯଜ୍ଞରେ କର୍ତ୍ତା ଭାବେ ଜି ଗୋପାଳକୃଷ୍ଣ ରାଓ ଓ ତାଙ୍କ ସହଧର୍ମିଣୀ,ଜିତେନ୍ଦ୍ର ଅଞାଙ୍ଗୀ ଓ ତାଙ୍କ ସହଧର୍ମିଣୀ, ରବି ନାରାୟଣ ଷଡଙ୍ଗୀ ଓ ତାଙ୍କ ସହଧର୍ମିଣୀ  ପ୍ରମୂଖ ସମ୍ପାଦନ କରିଥିଲେ l ଉକ୍ତ ସ୍ଥାନକୁ ଝରିଗାଁ ବିଧାୟକ ନରସିଂ ଭତ୍ରl ଆଗରୁ ଆସିଥିବା ବେଳେ ଆଜି ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ,ଝରିଗାଁ ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଡାବୁଗାଁ ଜିଲ୍ଲା ପରିଷଦ ସଭ୍ଯ ଗୁପ୍ତ ବିଶୋୟୀ, ସୂର୍ଯ୍ୟ ନାରାୟଣ ସୁବୁଦ୍ଧି ମଧ୍ୟ ଉପସ୍ଥିତ ରହିଥିଲେ l ପାର୍ବତୀ ମନ୍ଦିର, ଜଳ ପ୍ରପାତ ଦର୍ଶନ କରି ଭକ୍ତବୃନ୍ଦ ହୋଇp ଥିଲେ ମୁଗ୍ଧ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like