-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

ଖଣ୍ଡପଡାରେ ବିଜେପି ପ୍ରଶିକ୍ଷଣ ଶିବିର ଉଦଯାପିତ

16-Jan-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ଖଣ୍ଡପଡା ନିର୍ବାଚନ ମଣ୍ଡଳୀରେ ବିଜେପି ତରଫରୁ ଚାଲିଥିବା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି | ବିଜେପି ନେତ୍ରୀ ଇଂ. ଅର୍ଚନା ଦାଶଙ୍କ ନେତୃତ୍ୱରେ ଚାଲିଥିବା ପ୍ରଶିକ୍ଷଣ ଶିବିରର ଉଦଯାପନୀ କାର୍ଯ୍ୟକ୍ରମ ମା' ବାହାଡାସୁଣୀ ଙ୍କ ପୀଠରେ ଆୟୋଜିତ ହୋଇଥିଲା | ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ସଭାପତି ପ୍ରଶନ୍ନ କୁମାର ଦାଶ ଯୋଗ ଦେଇଥିବା ବେଳେ ବନମାଲୀପୁର ମଣ୍ଡଳ ସଭାପତି ଅଜୟ କୁମାର ନାୟକ ସଭାପତିତ୍ୱ କରିଥିଲେ  ଏବଂ ଇଂ ଶ୍ରୀନିବାସ ଦାଶ ସଭା ପରିଚାଳନା କରିଥିଲେ | ଉକ୍ତ ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ଶେଖର ସିଂ, ଶ୍ରୀ ପ୍ରକାଶ ବାହିନୀ ପତି, ଇଂ ଅର୍ଚନା ଦାଶ, ପ୍ରଶନ୍ନ କୁମାର ଦାଶ, ଚନ୍ଦ୍ର ବିଜୟୀ ମିଶ୍ର, ସନ୍ତୋଷ ପ୍ରଧାନ ପ୍ରମୁଖ କାର୍ଯ୍ୟ ତୁଲାଇ ଥିଲେ | ଉକ୍ତ କାର୍ଯ୍ୟଶାଳାରେ ବିଜେପି ର ଇତିହାସ, ଛଅ ବର୍ଷ ର ସଫଳତା, ବ୍ୟକ୍ତିତ୍ୱର ବିକାଶ, ବିଜେପି ର ପରିବାର, ରାଷ୍ଟ୍ରୀୟ ବିକାଶ,ସୁରକ୍ଷା, ବିଚାରଧାରା ଏବଂ ବିଜେପି ପରିବାର ଏବଂ ରାଜନୈତିକ ପୃଷ୍ଠଭୂମି ସମ୍ପର୍କୀୟ ଆଲୋଚନା କରାଯାଇଥିଲା | 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like