-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ରାଜ୍ୟ

ରାଣୀପୁର ଝରିଆଲ ପରିଦର୍ଶନରେ ରାଜ୍ୟ ପର୍ଯ୍ୟଟନ ସଚିବ, ମନ୍ଦିର ଟ୍ରଷ୍ଟ କମିଟି ସହ ଆଲୋଚନା, ଅତ୍ୟାବଶ୍ୟକ କାମ ଶିଘ୍ର କରିବାକୁ ନିର୍ଦ୍ଦେଶ

12-Mar-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ):  ଦେଶର ଅନନ୍ୟ ପ୍ରାଚୀନ ଐତିହ୍ୟ ସମ୍ପନ୍ନ ରାଣୀପୁର ଝରିଆଲ ପରିଦର୍ଶନ କରିଛନ୍ତି ରାଜ୍ୟ ପର୍ଯ୍ୟଟନ ସଚିବ ବଳବନ୍ତ ସିଂହ। ଗତବର୍ଷ ଏହି ଐତିହାସିକ ଧରୋହର କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନା ରେ ସାମିଲ ହୋଇଥିଲା। ତେବେ ସାମିଲ ହୋଇ ଥିଲେ ହେଁ କିଛି ମାସ ବିତିଯାଇଥିଲେ ମଧ୍ୟ କୌଣସି ବୈଠକ ହୋଇ ପାରୁନଥିବା ଯୋଗୁଁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଗତ ସେପ୍ଟେମ୍ବର ମାସରେ ଅତିରିକ୍ତ ମୁଖ୍ୟ ଶାସନ

ସଚିବ ଓ ରାଜ୍ୟ ପର୍ଯ୍ୟଟନ ସଚିବ ଙ୍କ ସହ ତାଙ୍କ ଅଫିସରେ ଭେଟି ତୁରନ୍ତ ବୈଠକ ଡାକିବା ପାଇଁ ଅନୁରୋଧ କରିଥିଲେ। ପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତା ଓ ପର୍ଯ୍ୟଟନ ବିଭାଗର ଡାଇରେକ୍ଟର ଙ୍କ ଆବାହକତ୍ବ ରେ ଆଭାସୀ ମାଧ୍ୟମରେ ବଲାଙ୍ଗୀର ସାଂସଦ ସଂଗିତା ସିଂହଦେଓ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶୀବାଜୀ ଇସଲଓ୍ବାର , ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖତ୍ରି, ବଲାଙ୍ଗୀର ଟୁରିଷ୍ଟ ଅଫିସର ରଶ୍ମୀ ରଞ୍ଜନ ମିଶ୍ର ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପର୍ଯ୍ୟଟନ ସଚିବ ବଳବନ୍ତ ସିଂହ ନିଜେ ପହଞ୍ଚି ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ କିଭଳି ତୁରନ୍ତ କାମ ଆରମ୍ଭ କରାଯାଇପାରିବ ଅନୁଧ୍ୟାନ କରିଛନ୍ତି। ଏବଂ ପରେ ମନ୍ଦିର ଟ୍ରଷ୍ଟ କମିଟି ସହ ଆଲୋଚନା କରି‌ଥିଲେ। ଏଥିରେ ଆବାହକ ଅନିଲ କୁମାର ତ୍ରିପାଠୀ ବୖଠକ ସଂଯୋଜନା ସହ ସମସ୍ତଙ୍କ ପରିଚୟ ପ୍ରଦାନ କରିଥିଲେ। ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହେବାସହ ଅତ୍ୟାବଶ୍ୟକ କାମର ତୁରନ୍ତ ସମାଧାନ କରିବାପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏବଂ ତୁରନ୍ତ ଆରମ୍ଭ କରାଯିବ ବୋଲି କହିଛନ୍ତି।  ତେବେ ଏହି ସମୟରେ ବଲାଙ୍ଗୀର ଜିଲ୍ଲାପାଳ, ଟିଟିଲାଗଡ଼ ଉପଜିଲ୍ଲାପାଳ, ବଲାଙ୍ଗୀର ଟୁରିଷ୍ଟ ଅଫିସର, ବଙ୍ଗୋମୁଣ୍ଡା ତହସିଲଦାର ଜ୍ୟୋସ୍ନା ମାଝୀ, ବିଡ଼ିଓ ଶଙ୍କର୍ଷଣ ବେହେରା,ସାଂସଦ ଙ୍କ ପ୍ରତିନିଧି ଭାବେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରା, ପୂର୍ବତନ ଜିଲ୍ଲା ବିଜେପି ସଭାପତି ଶିବାଜି ମହାନ୍ତି, କଣ୍ଟାବାଞ୍ଜି ବିଧାୟକ ଙ୍କ ପ୍ରତିନିଧି ଭାବେ ମୁକେଶ ବାଗ,ମନ୍ଦିର ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ, ଆବାହକ ଅନିଲ କୁମାର ତ୍ରିପାଠୀ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ଠେମରା ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ, ମୁଣ୍ଡପଦର ସରପଞ୍ଚ ରାଧାକାନ୍ତ ବେହେରା , ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ମନ୍ଦିର ପୂଜକ

ଜଗମୋହନ ତ୍ରିପାଠୀ, କୃଷ୍ଣ ସାହୁ , ଯୌବନ ବାଗ, ସ୍ମରଣ ମହାନ୍ତି, ଅର୍ଜୁନ ଯାଦବ, କଁସିଲ ସମିତି ସଭ୍ୟ ଙ୍କ ସ୍ବାମୀ ଦୀବାକର ବାଗ, ଟ୍ରଷ୍ଟ କମିଟିର କାର୍ଯ୍ୟ କାରିଣୀ ସଦସ୍ୟ ଗୋପୀନାଥ ସାହୁ, ରଶ୍ମିରଞ୍ଜନ ପୁଟେଲ,ନିତ୍ୟାନନ୍ଦ ପୃଷେଠ, ହେମନ୍ତ ସାହୁ, ଯୁବରାଜ ବାଗ, ଝରିଆଲ ରାଜସ୍ବ ନୀରିକ୍ଷକ ରାକେଶ ବେହେରା , ଥବିର ବାଗ , ମିଡ଼ିଆ ପ୍ରଭାରୀ ଅଶୋକ ନାରାୟଣ ଭୋଇ, ହୁଲେଶ୍ବର ହଂସ, ଦୀପକ ଯାଦବ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like