-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ରାଜ୍ୟ

ଶିକ୍ଷା ଜନନୀ ସାବିତ୍ରୀ ବାଇ ଫୁଲେ ଙ୍କ ମହା ପରିନିର୍ବାଣ ଦିବସ ପାଳିତ

12-Mar-2025



ବଲାଙ୍ଗୀର(ପ୍ରେରଣାଖବର):ନବସେତୁ ମାସିକ ପତ୍ରିକା ତରଫରୁ ସାବିତ୍ରୀ ବାଇ ଫୁଲେଙ୍କ ମହାପରିନିର୍ବାଣ ଦିବସ ସ୍ଥାନୀୟ ଓବିସି ମଞ୍ଚ କାର୍ଯ୍ୟାଳୟ ପ୍ଳୁଟୋ କୋଚିଙ୍ଗ ସେଣ୍ଟର ରାଜେନ୍ଦ୍ର ପଡା ବଲାଙ୍ଗୀର ଠାରେ ପାଲିତ ହୋଇ ଯାଇଛି।ଓବିସି ମଞ୍ଚ ରାଜ୍ୟ ସଭାପତି ଶଙ୍କର ପାତ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି  ଆଲୋଚନା ଚକ୍ରରେ ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ର ନେତ୍ରୀ ସାବିତ୍ରୀ ନାଗ , ନବସେତୁ ର ପ୍ରକାଶକ ପ୍ରଦେଶୀ ବିଶ୍ବାଳ,  ବରିଷ୍ଠ ଆଇନଜୀବୀ ଟଙ୍କଧର ଗଡତ୍ୟା, 

ମୂଲନୀବାସି ବହୁଜନ ମିଲିତ ମହାସଂଘ ଉପସଭାପତି ଅର୍ଜୁନ ମୁଗ୍ରୀ,  ଦଣ୍ଡୁଆ କୁମ୍ଭାର,  ବିଶିଷ୍ଟ  ସାହିତ୍ୟିକ ଭବାନୀ ଶଙ୍କର ପଟେଲ, କବି କ୍ରାନ୍ତି ଲାଲ ମୁଗ୍ରୀ,  ମଧୁସୂଦନ ଖେତୀ,  କାଲିନ୍ଦ୍ରୀ ମାଝୀ ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ଟୁନି ସେଠ, ଅମ୍ବିକା କୁମ୍ଭାର, ବାସନ୍ତୀ ରାଉତ,ସୁବାସିନୀ ସାହୁ ,ହେମସାଗର ରଣା, ବରିଷ୍ଠ ସମାଜ ସେବୀ ରାଣା ନାଗ, ସଶାଙ୍କ ନାୟକ, ବଶିଷ୍ଠ ପ୍ରଧାନ, ଲୋକନାଥ ସୁନା, ନାରାୟଣ ମହାନନ୍ଦ, ଓମ୍ ପ୍ରକାଶ ଛତ୍ରିଆ, ଶେଷ ଦେବ ପୁଟେଲ ,ସତ୍ୟ ବନ୍ଛୋର, ଆୟୁଷ କୁମାର ସାହୁ,ପ୍ରମୁଖ ଉପସ୍ଥିତ ରହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରିଥିଲେ।ଓବିସି ମଞ୍ଚ ସଂଯୋଜକ ସରୋଜ କୁମାର ମେଶ୍ଵା ସମସ୍ତ ଙ୍କୁ ଧନ୍ୟବାଦ ଦେଇ ସଭାସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like