-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

ଚନ୍ଦନଭାଟି ଜଗନ୍ନାଥ ମନ୍ଦିର ବାର୍ଷିକ ଉତ୍ସବରେ ନରସିଂହ ଆଧ୍ୟାତ୍ମିକ ଏକତା ଅଂଚଳର ବିକାଶରେ ସହାୟକ ହେଉ-ନରସିଂହ

12-Mar-2025



ବଲାଙ୍ଗିର- ଏ ଅଂଚଳର ଆବାଳ ବୃଦ୍ଧ ବନୀତା ଙ୍କ ଅନୁରୋଧ ଯୋଗୁଁ ଚନ୍ଦନଭାଟିରେ ଶ୍ରୀ ଜଗନ୍ନାଥଙ୍କର ଏକ ଭବ୍ୟ ମନ୍ଦିର ପ୍ରତିଷ୍ଠା ହୋଇପାରିଛି । ମୋର ସାମର୍ଥ୍ୟ ମତେ ଯେତେ ହୋଇପାରିଛି ଆପଣମାନଙ୍କ ଅନୁରୋଧ କ୍ରମେ ଏହି ମନ୍ଦିର ନିର୍ମାଣରେ ସହଯୋଗ ହାତ ବଢାଇପାରିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି । ଆଶା କରୁଛି ଆପଣମାନଙ୍କ ମନରେ ଥିବା ଧର୍ମିୟ ଚେତନା ଓ ଆଧ୍ୟାତ୍ମିକତାର ଏକତା ସମଗ୍ର ଚନ୍ଦନଭାଟି ଅଂଚଳର ବିକାଶ ରେ ସହାୟକ ହେଉ, ଏହା ହିଁ ଆଜିର ଏହି ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ନିର୍ମାଣ ଓ ପ୍ରତିଷ୍ଠା ର ବାର୍ଷିକ ଉତ୍ସବରେ ମୁଁ ପ୍ରଭୁ ଜଗନ୍ନାଥଙ୍କ ଠାରେ କାମନା କରୁଛି ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମନ୍ଦିର ର ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏ ମନ୍ଦିର ନିର୍ମାଣ ପାଇଁ ଅଂଚଳର ମା ଭଉଣୀମାନଙ୍କ ମଧ୍ୟରେ ଥିବା ଉତ୍ସାହ ଓ ଉତ୍ସର୍ଗୀକୃତ ମନୋଭାବ ଅତି ପ୍ରଶଂସନୀୟ, ଯେଉଁ ବି କାର୍ଯ୍ୟରେ ମା ଭଉଣୀମାନେ ଅଣ୍ଟାଭିଡି ବାହାରି ପଡନ୍ତି ସେ କାମକୁ କୌଣସି ବି ନକରାତ୍ମକ ଶକ୍ତି ଅଟକାଇ ପାରେ ନାହିଁ ବୋଲି ସେ କହିଥିଲେ । ଆଜିର ଏହି ବାର୍ଷିକ ଉତ୍ସବ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସାରା ଦିନ ଭଗବାନଙ୍କ ନାମ କିର୍ତ୍ତନ ସହ ପୁଜାର ଆୟୋଜନ କରାଯାଇଥିଲା । ଏଥିରେ ସମଗ୍ର ଚନ୍ଦନଭାଟି ଅଂଚଳର ଲୋକେ ସାମିଲ ହୋଇଥିଲେ ।  ଏଠାରେ ସୂଚନାଯୋଗ୍ୟ ଯେ ଏହି ମନ୍ଦିର ନିର୍ମାଣ ତଥା ସମ୍ପୁର୍ଣ୍ଣ କରିବା ସମସ୍ତ ଦାୟିତ୍ୱ ଗ୍ରାମବାସୀ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କୁ ଦେଇଥିଲେ । ଶ୍ରୀ ମିଶ୍ର ମଧ୍ୟ ଲୋକଙ୍କ ଅନୁରୋଧ କୁ ସମ୍ମାନ ଜଣାଇ ନିର୍ଦ୍ଧାରିତ ସମୟ ମଧ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ସମସ୍ତ ବନ୍ଦୋବସ୍ତ ଗ୍ରାମବାସୀଙ୍କ ସହାୟତାରେ ତୁଳାଇଥିଲେ । ଆଜି ଏହି ଅବସରରେ କମିଟି ସଭାପତି ସୁଦର୍ଶନ ପ୍ରଧାନ, ସଂପାଦକ ଅଶ୍ୱିନୀ ଖମାରି, ପୂର୍ବତନ ସଭାପତି ରାମଚନ୍ଦ୍ର ପ୍ରଧାନ, ବରିଷ୍ଠ ନାଗରିକ କପିଳେଶ୍ୱର ପାଣିଗ୍ରାହୀ, ପ୍ରଭୁଦତ୍ତ ପ୍ରଧାନ, ଅଶୋକ ଦଲାଇ, ଶ୍ରବଣ ଖମାରୀ, ଟୁନା ପାଣିଗ୍ରାହୀ, ଦେବ ପ୍ରଧାନ, ଅର୍ଜୁନ ଦାଶ ଙ୍କ ସମେତ ଅଂଚଳର ଅନେକ ମହିଳା ଓ ପୁରୁଷ, ଭକ୍ତବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026

You Might Also Like