-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ଜିଲ୍ଲା

୪ଦଫା ଦାବିରେ ମିଶନ ଶକ୍ତି ମହିଳାଙ୍କ ରାଲି ଓ ବିକ୍ଷୋଭ  ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ 

12-Mar-2025



କଣ୍ଟାମାଳ(ଜୟ କୁମାର ମହାରଣା): ବିଭିନ୍ନ ଦାବିକୁ ନେଇ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମିଶନ ଶକ୍ତି ଓ ଓଡିଶା ଜୀବିକା ମିଶନ ଅଧୀନରେ କାର୍ଯ୍ୟରତ ଇ.ସି. ମହିଳା ସଦସ୍ୟ ମାନଙ୍କ ଏକ ବିରାଟ ରାଲି କଲରାକୋଠା ଠାରୁ ବାହାରି ବସଷ୍ଟାଣ୍ଡ ଛକ, ବ୍ୟାଙ୍କ ଛକ, ସତସଙ୍ଗ ବିହାର, ହାଟପଦା, ମେଡିକାଲ ଛକ ହୋଇ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ନାରାବାଜି ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  l  ବିକ୍ଷୋଭକାରୀମାନେ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସେମାନଙ୍କ ଚାରିଦଫା ଦାବି ସମେତ ଅନ୍ୟ ଦାବି ସମ୍ପର୍କରେ ସ୍ଲୋଗାନ ଦେଇଥିଲେ  l  ପରେ ବିକ୍ଷୋଭକାରି ମାନେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ୪ଦଫା ଦାବି ସମ୍ବଳିତ ଏକ ଦାବିପତ୍ର କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ଙ୍କୁ ପ୍ରଦାନ କରିଥିଲେ  l  ୪ଦଫା ଦାବି ଗୁଡ଼ିକ ହେଲା ୧- ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ ଇ.ସି. ସଦସ୍ୟଙ୍କ ରିଷ୍ଟ୍ରକଚରିଙ୍ଗ ବନ୍ଦ କରାଯିବା , ୨-  ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା ସହ ବକେୟା ଭତ୍ତା ପ୍ରଦାନ କରାଯିବା, ୩- ମିଶନ

ଶକ୍ତି ଓ ଜୀବିକା ମିଶନ ରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ ଙ୍କ ୫ବର୍ଷିଆ ଚୁକ୍ତି ବାତିଲ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା ଓ ମିଶନ ଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ସୁନିଶ୍ଚିତ କରିବା ଏବଂ ୪- ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରତେକ ସଦସ୍ୟଙ୍କୁ ମାସିକ ଏକ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ନିୟମିତ ପ୍ରଦାନ ବ୍ୟବସ୍ଥା ଆଦି  l  ଏହି ବିକ୍ଷୋଭ ରେ କଣ୍ଟାମାଳ ବ୍ଲକ ମିଶନ ଶକ୍ତି ଓ ଓଡିଶା ଜୀବିକା ମିଶନ ରେ କାର୍ଯ୍ୟରତ ସମସ୍ତ ଇସି ମହିଳା ସଦସ୍ୟମାନେ ଯୋଗଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like