-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ରାଜ୍ୟ

କଳଙ୍ଗା ସମ୍ପ୍ରଦାୟଙ୍କୁ ଏସଟି ମାନ୍ୟତା ମିଳୁ:ପ୍ରଦୀପ ପୁରୋହିତ

13-Mar-2025



ବରଗଡ(ପ୍ରେରଣା ଖବର): କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ବା ଏସ.ଟିର ମାନ୍ୟତା ଦିଆଯାଉ । କେନ୍ଦ୍ର ସରକାରଙ୍କ ନିକଟରେ ଏହି ଦାବି ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଓଡ଼ିଶାରେ କଳଙ୍ଗା ସମ୍ପ୍ରଦାୟକୁ ଏସଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ ଦାବି ହୋଇ ଆସୁଛି । ଯେତେବେଳେ କି ବହୁ ପୂର୍ବରୁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ଏହି ସମ୍ପ୍ରଦାୟଙ୍କୁ ଏସଟିରେ ସାମିଲ କରାଯାଇଛି । କଳଙ୍ଗା ସମ୍ପ୍ରଦାୟ ମୁଖ୍ୟତଃ ଜଙ୍ଗଲ ଓ ପାହାଡ଼ିଆ ଅଂଚଳରେ ବସବାସ କରନ୍ତି । ଏମାନେ ସମାଜର ସବୁଠୁ ପଛୁଆ ଓ ବଂଚିତ ବର୍ଗ ମଧ୍ୟରୁ ଅନ୍ୟତମ । ଏହି ସମାଜର ଲୋକ ଶିକ୍ଷା, ସ୍ୱାସ୍ଥ୍ୟ ଓ ଜୀବିକା ଭଳି ମୌଳିକ ସୁବିଧା ବଂଚିତ । ଅନୁସୂଚିତ ଜନଜାତିର ମାନ୍ୟତା ମିଳିଲେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଏମାନେ ସାମିଲ ହୋଇପାରିବେ । ଶିକ୍ଷାରେ ସଂରକ୍ଷଣ, ଆର୍ଥିକ ସହାୟତା ଓ ଅନ୍ୟ ଜନକଲ୍ୟାଣକାରୀ ଯୋଜନାର ଲାଭ ଉଠାଇପାରିବେ କଳଙ୍ଗା ସମ୍ପ୍ରଦାୟ । ଓଡ଼ିଶାର କଲଙ୍ଗା ସମ୍ପ୍ରଦାୟଙ୍କୁ ଧାରା ୩୪୨ ଆଧାରରେ ଅନୁସୂଚିତ ଜନଜାତି ସୂଚୀରେ ସଂଶୋଧନ କରି ଏସ ଟି ସୂଚୀରେ ସାମିଲ କରିବାକୁ ସାଂସଦ ପ୍ରଦୀପ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଯାହାଫଳରେ ସେମାନଙ୍କର ସାମାଜିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିପାରିବ ବୋଲି କହିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like