-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଫାଇନା ରେ ଉନ୍ନତି ହୁଡ୍ଡା ଓ ଇସାରାଣୀ ବରୁଆ:ପୁରୁଷ ଫାଇନାଲ ରେ ଇଣ୍ଡୋନେସିଆ ର ମୋହମ୍ମଦ ଯୁସୁଫ ଓ ଭାରତୀୟ ଖେଳାଳୀ କିରଣ ଜର୍ଜ   (13-Dec-2025)       ||      ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   (13-Dec-2025)       ||      ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||     

HOME   ଜିଲ୍ଲା

କବି ରାଧାରାଣୀ ଙ୍କ ଅଷ୍ଟମ କବିତା ସଂକଳନ "ମୌସୁମୀ" ଲୋକାର୍ପିତ

13-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼  ରାଣା ପ୍ରତାପ ସ୍କୁଲ ଠାରେ ସ୍ଥାନୀୟ ଭାରତୀ ଶିଶୁ ସାହିତ୍ୟ ସଂସଦ ଓ ଯୁଗୋପଯୋଗୀ ସୁବର୍ଣ୍ଣ ଦୀପ ପ୍ରକାଶନୀର ମିଳିତ ଆନୁକୁଲ୍ୟରେ ବିଶିଷ୍ଟ ଲେଖିକା ରାଧାରାଣୀ ପଟ୍ଟନାୟକଙ୍କ ରଚିତ ଅଷ୍ଟମ କବିତା ସଂକଳନ "ମୌସୁମୀ" ଉନ୍ମୋଚିତ  ହୋଇ ଯାଇଛି । ଭାରତୀ ଶିଶୁ ସାହିତ୍ୟ ସଂସଦର ସଭାନେତ୍ରୀ ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ଉତ୍ସବରେ ସ୍ଵଭାବ  କବି ଗଙ୍ଗାଧର ମେହେରଙ୍କ ବଂଶଜ ବିଶିଷ୍ଟ ସାହିତ୍ୟକ ମନୋରଞ୍ଜନ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ "ମୌସୁମୀ"  କବିତା ସଂକଳନ ପାଠକ ମାନଙ୍କ ମନରେ  ସାହିତ୍ୟର  ମୌସୁମୀ ସୃଷ୍ଟି କରୁ ବୋଲି କାମନା କରି ଏହି କବିତା ସଂକଳନର ପାଠକୀୟ ଆଦୃତି ବୃଦ୍ଧି ପାଉ ବୋଲି ଆଶା ପ୍ରକାଶ  କରିଥିଲେ । ଶିଶୁ ସାହିତ୍ୟ ସଂସଦ  ର ସମ୍ପାଦିକା ଛାତ୍ରୀ ଶାଲିନି ସା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୁଗୋପଯୋଗୀ ସୁବର୍ଣ୍ଣଦୀପ ପତ୍ରିକାର ସମ୍ପାଦକ ପ୍ରଦୀପ୍ତ କୁମାର ଭାନୁ ମହାନ୍ତି ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ଶିକ୍ଷକ ଗୋପବନ୍ଧୁ ପୁରୋହିତ ପ୍ରମୁଖ ଯୋଗ ଦେଇ ଏହି କବିତା ସଂକଳନର ସମୀକ୍ଷା କରିଥିଲେ । ଏହି ଅବସରରେ ଉପସ୍ଥିତ ଛାତ୍ର ଛାତ୍ରୀ "ମୌସୁମୀ " କବିତା ସଂକଳନର କବିତା ପାଠ କରିଥିବା ବେଳେ ସୁବର୍ଣ୍ଣ ଦୀପ ଓ ଭାରତୀ ଶିଶୁ ସାହିତ୍ୟ  ସଂସଦ ତରଫରୁ ଲେଖିକା  ରାଧାରାଣୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଫାଇନା ରେ ଉନ୍ନତି ହୁଡ୍ଡା ଓ ଇସାରାଣୀ ବରୁଆ:ପୁରୁଷ ଫାଇନାଲ ରେ ଇଣ୍ଡୋନେସିଆ ର ମୋହମ୍ମଦ ଯୁସୁଫ ଓ ଭାରତୀୟ ଖେଳାଳୀ କିରଣ ଜର୍ଜ   13-Dec-2025
  ଜିଲ୍ଲା  
ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025

You Might Also Like