-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଗୋର୍ଲା ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

13-Mar-2025



ସିନାପାଲି ( ଚିନ୍ତାମଣି ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଆଶ୍ରମ ବିଦ୍ଯାଳୟରେ  ବାର୍ଷିକ ଉତ୍ସବ ଗୁରୁବାର  ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ  ଗୋର୍ଲା  ଆଶ୍ରମ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗଙ୍ଗାରାମ ବାଗଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବରେ   ମଙ୍ଗଳ ସଂପ୍ରସାରଣ ଅଧିକାରୀ  ଶ୍ରୀଯୁକ୍ତ  ସୁନୀଲ କୁମାର ସାମଲ,ମୁଖ୍ୟ ବକ୍ତା ଭାବରେ  ଜିଲ୍ଲା ଶିକ୍ଷା ନିରୀକ୍ଷକ  ନୂଆପଡା ଓ କଳାହାଣ୍ଡି  ଶ୍ରୀଯୁକ୍ତ ଉଦୟ ସିଂ ମାଝୀ, ବିଶିଷ୍ଟ ଅତିଥି ଭାବରେ  ଗୋର୍ଲା ପଂଚାୟତ ସରପଞ୍ଚ  ଶ୍ରୀମତୀ  ଦମୟନ୍ତୀ ଦଣ୍ଡସେନା, ସମ୍ମାନିତ ଅତିଥି ଭାବରେ ସି ଆର ସି ସି ପତିଆଳ ଶ୍ରୀଯୁକ୍ତ ଦେବାନନ୍ଦ ବାଗ,  ସି ଆର ସି ସି  କୈଟପଦର  ଶ୍ରୀଯୁକ୍ତ ଦେବେନ୍ଦ୍ର ସୁନାନୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶ୍ରୀଯୁକ୍ତ  ଯୋଗୀନ୍ଦ୍ର ନାଗ, ଗଣ୍ଡାବାହେଲି  ସେବା ଆଶ୍ରମ  ବିଦ୍ୟାଳୟର  ସହ ଶିକ୍ଷକ ଶ୍ରୀଯୁକ୍ତ ହିମାଂଶୁ ଶେଖର ମେହେର  ମଞ୍ଚାସିନ ଥିଲେ। ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ   ଲଷ୍ମୀକାନ୍ତ ମାଝୀ ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ର ଛାତ୍ରୀ ଓ  ସହକାରୀ ଶିକ୍ଷକ ଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା ।ସହ ଶିକ୍ଷକ ଶ୍ରୀଯୁକ୍ତ  ଭୀଷ୍ମ ରାଜ ମେହେରଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।  ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ ଶିକ୍ଷକ  ଶ୍ରୀଯୁକ୍ତ  ମିନିକେତନ ହଂସ ସଭାକାର୍ଯ୍ୟ ପରିଚାଳନା କରିଥିଲେ ା ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରାଯାଇଥିବା ବେଳେ  ଶେଷରେ ଶିକ୍ଷକ ଶ୍ରୀଯୁକ୍ତ  ପିତାମ୍ବର ମେହେର ଧନ୍ଯବାଦ ଅର୍ପଣ କରିଥିଲେ। ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ଦୁଇଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ଶିକ୍ଷକ ଶ୍ରୀଯୁକ୍ତ ଲଷ୍ମୀକାନ୍ତ ମାଝୀ, ପିତାମ୍ବର ମେହେର,  ଭୀଷ୍ମରାଜ ମେହେର,  ସି ସି ଏ ତୁଲାରାମ ମାଝୀ, ସୁଶାନ୍ତ ମାଝୀ, କୁନ୍ତୀ ମାଝୀ ,  ମେଟ୍ରୋନ ସନ୍ଧ୍ୟାରାଣୀ ଘିଭେଲା  ପ୍ରମୁଖ କାର୍ଯ୍ୟକ୍ରମ ରେ  ସମ୍ପୂର୍ଣ୍ଣ ସହଯୋଗ କରିଥିଲେ..!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like