-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    (12-Nov-2025)       ||      ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||     

HOME   ଜିଲ୍ଲା

ଏନଏଚଏମ ଅଫିସ ରେ ତାଲା; ଆନ୍ଦୋଳନରେ ସମସ୍ତ କର୍ମଚାରୀ

14-Mar-2025



ବଲାଙ୍ଗିର/ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖରରାଓ); : ସ୍ଥାୟୀ ନିଯୁକ୍ତି ଦାବିରେ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ) ରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବଲାଙ୍ଗୀର ଜିଲା ସ୍ଵାସ୍ଥ୍ୟ ବିଭାଗରେ ନାନା ସମସ୍ୟା ପରିଲକ୍ଷିତ ହୋଇଛି। ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟ ଏବେ ବନ୍ଦ ହୋଇଯାଇଛି। ଓଡ଼ିଶାର ପ୍ରତ୍ୟେକ ଜିଲାରୁ କର୍ମଚାରୀମାନେ ଚାରି ଦିନ ଧରି ଭୁବନେଶ୍ୱରରେ ଧାରଣା  ଦେଇଛନ୍ତି। ବଲାଙ୍ଗୀର ଜିଲାର ସମସ୍ତ ଏନଇଚଏମ ଠିକା କର୍ମଚାରୀ ରାଜଧାନୀ ଭୁବନେଶ୍ୱର ଠାରେ ବିଶାଳ ଗଣ ଧାରଣାରେ  ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଫଳରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥ‌ିବା ଏନଏଚଏମ କାର୍ଯ୍ୟାଳୟରେ ତାଲା ପଡ଼ିଥିବା ଦେଖିବାକୁ ମିଳିଛି। ଜିଲାରେ କାର୍ଯ୍ୟକାରୀ ହେଉଥ‌ିବା ୧୭ଟି ସ୍ଵାସ୍ଥ୍ୟ ଯୋଜନା
ପରିଚାଳନା କ୍ଷେତ୍ରରେ ଏବେ ନାନା ସମସ୍ୟା ପରିଲକ୍ଷିତ ହୋଇଛି। ସେମାନଙ୍କ ଆପତ୍ତି ଅନୁସାରେ
୨୦୦୫ ମସିହାରୁ ଏହି ଠିକା କର୍ମଚାରୀମାନେ ସ୍ଵଳ୍ପ ବେତନରେ କାର୍ଯ୍ୟ କରୁଛନ୍ତି। ବାରମ୍ବାର ଦାବି କରିବା ସତ୍ତ୍ୱେ ସେମାନଙ୍କୁ ନିୟମିତ କରାଯାଇ ନାହିଁ କିମ୍ବା ଦରମା ମଧ୍ୟ ବୃଦ୍ଧି ହୋଇନଥିବା କର୍ମଚାରୀମାନେ କହିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ତେବେ ଏ ସମ୍ପର୍କରେ ଏନଏଚଏମ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ପଚାରିବାରୁ, ସେମାନଙ୍କ ଅନୁପସ୍ଥିତିରୁ ସମସ୍ୟା ତ ସୃଷ୍ଟି ହୋଇଛି। କୌଣସିମତେ ବିଭାଗ କାର୍ଯ୍ୟ ପରିଚାଳନା କରାଯାଉଥିବା ସେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    12-Nov-2025
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025

You Might Also Like