-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||     

HOME   ଜିଲ୍ଲା

ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                        

14-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆସନ୍ତା ୧୭ ମାର୍ଚ୍ଚ ୨୦୨୫ ଦିନ ସୋମବାର ପଶ୍ଚିମ ଓଡିଶା ବରଗଡ଼ ଜିଲ୍ଲାର ସୟାଁ ଖେଳ ପଡିଆ ଠାରେ ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ କରିବା ପାଇଁ ସର୍ବସମ୍ମତ ନିଷ୍ପତ୍ତି ହୋଇଅଛି। ଯେଉଁଥିରେ ସଂଯୁକ୍ତ କିସାନ ମୋର୍ଚ୍ଚା କେନ୍ଦ୍ରୀୟ ସମ୍ବନୟ ସମିତି ସଦସ୍ୟ ସର୍ବମାନ୍ୟ କୃଷକ ନେତା ଶ୍ରୀଯୁକ୍ତ ଚୌଧୁରୀ ରାକେଶ ଟିକାୟତ -ୟୁପି,ସତ୍ୟବାନ ଜି- ହରିୟାଣା, ଦର୍ଶନ ପାଳ-ପଞ୍ଜାବ,ରାଜେନ୍ଦ୍ର ଚୌଧୁରୀ- ବିହାର, ଅଫ୍ଲାତୁନ ଦେଶାଇ- ବାରଣାସୀ,ବିଜୁ କ୍ରିଷ୍ଣନ- ଦିଲ୍ଲୀ,ଜୟତୁ ଦେଶମୁଖ - ବଙ୍ଗାଲ,ରଞ୍ଜନ କ୍ଷୀରସାଗର - ମହାରାଷ୍ଟ୍ର, ଆଶିଷ ମିତ୍ତଲ - ୟୁପି ପ୍ରମୁଖ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ଏବଂ ରାଜ୍ୟ ପ୍ରତିନିଧି ସୁରେଶ ପାଣିଗ୍ରାହୀ, ରଘୁନାଥ ଦାସ, ଅଶୋକ ପଧାନ, ଭଲ ଚନ୍ଦ୍ର ଷଡଙ୍ଗୀ, କ୍ଷୀରୋଦ ସିଂଦେଓ ମଧ୍ୟ ଆସିବାର ସହମତି ପ୍ରଦାନ କରିଛନ୍ତି। କୃଷକ ମାନେ ଗରିବ ନୁହନ୍ତି, ସଂଗଠିତ ହୋଇନଥିବା କାରଣରୁ ସେମାନଙ୍କ ହକ ଅଧିକାର ଠିକ ଭାବେ ମିଳୁନାହିଁ ଏବଂ ଅନେକ ସ୍ତରରେ ଚାଷୀଙ୍କୁ ଶୋଷଣ କରାଯାଉଛି ଓ ସରକାର ମାନଙ୍କ ଦ୍ୱାରା ନୀତିଗତ ଭାବରେ କୃଷକ ମାନଙ୍କୁ ତଳିତଳାନ୍ତ କରିବା ଚେଷ୍ଟା ଚାଲିଛି। ଏଣୁ ଏହିପରି ସ୍ଥଳେ ବିକଳ୍ପ ବିରୋଧୀ ଭାବେ କୃଷକ ମାନଙ୍କ ଅନେକ ସମସ୍ୟା ଲୋକଲୋଚନ କୁ ଆଣି ସରକାର ଏବଂ ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରାଯାଇଛି।
ସଂଯୁକ୍ତ କୃଷକ ସଂଗଠନ ବରଗଡ଼ ଜିଲ୍ଲାର ଅଗ୍ରଣୀ ସମଭାବ ପର୍ଣ୍ଣ ୧୫ ଗୋଟି ଅନୁଷ୍ଠାନ ଏବଂ ସଂକଳ୍ପ ପରିବାର, କୋଶଲ ସେନା ସମର୍ଥନକୁ ନେଇ ଗଠିତ ହୋଇଛି । ଏହି ସଂଗଠନ ନିର୍ଦଳୀୟ, ନିରପେକ୍ଷ, ସମାଜବାଦୀ ଜନମଙ୍ଗଳ ସହିତ କୃଷକ ମାନଙ୍କ ହକ ଅଧିକାର ଲାଗି କାର୍ଯ୍ୟ କରିବା ପାଇଁ ସଂକଳ୍ପିତ। ବିଶେଷ କରି ଅର୍ଥନୈତିକ ସମତା ପାଇଁ ଲଢେଇ ଜାରି ରଖିଛି। ଏଣୁ ସମସ୍ତ ଚାଷୀଙ୍କ ହିତ ଦୃଷ୍ଟିରୁ ଉକ୍ତ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ ସଫଳ କରିବାପାଇଁ ଏକ ପ୍ରେସ ବାର୍ତ୍ତା ଆସନ୍ତା ୧୬ ମାର୍ଚ୍ଚ ସୟାଁ ଖେଳ ପଡିଆ ଠାରେ ୪ ଟା ସମୟରେ କରିବା ପାଇଁ ସ୍ଥିର ହୋଇଛି ବୋଲି ଚାଷୀ ନେତା ରମେଶ ମହାପାତ୍ର ଜଣାଇଛନ୍ତି।
                                  
        
                                              


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026

You Might Also Like