-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

15-Mar-2025



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲାର ମଥୁରl ପଂଚାୟତ କେଳାକଟା ଖେଳ ପଡିଆଠାରେ ପ୍ରଥମ ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ଆଜି  ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସନ୍ଧ୍ୟାରେ କୃଷ୍ଣ ଓ ବଳରାମଙ୍କୁ ନେଇ ଏକ ସୁସଜିତ ରଥରେ ମଥୁରା ପଂଚାୟତର ବିଭିନ୍ନ ଗ୍ରାମକୁ ପରିକ୍ରମା କରିଥିଲେ l ପଙ୍କୁଆଳ, ଚମ୍ପାପୁର, କେଳାକଟା ଗ୍ରାମରେ ଭବ୍ୟ ସ୍ୱାଗତ କରାଯାଇଥିଲା l ଏଥିରେ ଅତିଥି ମାନେ ଯୋଗ ଦେଉ ରାଜ୍ୟ ସ୍ତରୀୟ ଦୋଳ ମହୋତ୍ସବକୁ ସରସ ସୁନ୍ଦର କରିଥିଲେ l ମାହେଶ୍ୱରୀ ଗୋଶାଳା ସମ୍ପାଦକ କୃତ୍ତିବାସ ପଲିଆ ସଭା ସଂଯୋଜନା କରିଥିବାବେଳେ, ଦୋଳ ମହୋତ୍ସବ କମିଟି ସଭାପତି ଜଗନ୍ନାଥ ମେହେର, ସମ୍ପାଦକ ଜଗଦିଶ ମଲ୍ଲିକ, କୋଷାଧକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ,ମାହେଶ୍ୱରୀ ଗୋଶାଳା ଅଧକ୍ଷ ନିର୍ଗୁଣ ମହାକୁଡ଼,ନାଟ୍ୟ ନିର୍ଦ୍ଦେଶକ ସୁରେନ୍ଦ୍ର କର୍ଣ୍ଣ, ଦୋଳ ମହୋତ୍ସବ କମିଟି ସଦସ୍ୟ ଦିଗାମ୍ବର ପାତ୍ର, ମାନଭଞ୍ଜନ ପାତ୍ର, ତ୍ରିନାଥ ପାଢ଼ୀ, ନରେନ୍ଦ୍ର ସାଣ୍ଢ, ଅଶୋକ ବେହେରା, ବିଜୟ କୁମାର ପାତ୍ର, ପ୍ରକାଶ ପ୍ରଧାନ, ଅଖିଳ ପ୍ରଧାନ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଆସନ୍ତା  15ତାରିଖ ସାମୂହିକ ହୋଲି ଓ 16ତାରିଖରେ ବିଶ୍ୱଶାନ୍ତି ଅଲେଖ ମହିମା ଯଜ୍ଞ ଓ ପୂର୍ଣ୍ଣାହୁତି, ଶ୍ରୀକୃଷ୍ଣ ଲୀଳା,  ପାରମ୍ପରିକ କୃଷକ ସମ୍ବିଳନୀ, ଶ୍ରୀ ଅନ୍ନ ବଣ୍ଟନ ବିଭିନ୍ନ ଆଲୋଚନାଚକ୍ର ସହିତ  ଆୟୋଜନ କମିଟି ତରଫରୁ ସୂଚନା ପ୍ରଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମ୍ୟ କମିଟି ମାନେ ସହଯୋଗ କରିଥିଲେ l  ଦୋଳ ମହୋତ୍ସବକୁ ସଫଳ କରିବା ନିମନ୍ତେ  ବିନିକା ଡୁମୁରିପାଲିର ପ୍ରଫୁଲ୍ଲ କୁମାର ମେହେର ଓ ସାଥିଙ୍କ ଦ୍ୱାରା ଶ୍ରୀକୃଷ୍ଣ ଲୀଳା ନାଟ୍ୟ ପ୍ରଦର୍ଶନ କରିଥିଲେ,ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ,ବିଭିନ୍ନ ବିଦ୍ୟାଳୟର ପିଲାମାଙ୍କ ଦ୍ୱାରା ସମ୍ବଲପୁରୀ  ନୃତ୍ୟ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like