-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ

15-Mar-2025



ସିନାପାଲି  (ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟରେ  "ଗପଶୁଣିବା ଓ କହିବା "ଗୁରୁବାର  ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ହୀରାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ସନତ କୁମାର ସାହୁ ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବରେ  ଶ୍ରୀଯୁକ୍ତ  କେଶବ ପାଣ୍ଡେ , ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ହୀରାଧର ହଂସ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶ୍ରୀଯୁକ୍ତ ଭୋଳାନାଥ ଛତ୍ରିଆ  ମଞ୍ଚାସିନ ଥିଲେ। ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ,ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା,ସଂସ୍କାର  ତଥା ଏକାଗ୍ରତା ଏବଂ ଶ୍ରବଣ ଓ କଥନ ଦକ୍ଷତାର ବିକାଶ ପାଇଁ ଗଳ୍ପ ଏକ ମାଧ୍ୟମ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l  ଶ୍ରୀଯୁକ୍ତ କେଶବ ପାଣ୍ଡେ ପାରମ୍ପରିକ ଶୈଳୀରେ ଏକ ଗଳ୍ପ ଉପସ୍ଥାପନା କରିଥିଲେ  l ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ ଦାରୁକ ସିଂ ମାଝୀ ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ରଛାତ୍ରୀ ଓ  ସହକାରୀ ଶିକ୍ଷକଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା    l ଶିକ୍ଷୟିତ୍ରୀ ଶ୍ରୀମତୀ  ରୋଜାଲିନ ରାଉତରାୟଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।  ଗଳ୍ପ କଥନ  ପ୍ରତିଯୋଗିତାରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ  ସହ ଶିକ୍ଷୟିତ୍ରୀ  ବୀଣାମାଝି ସଭାକାର୍ଯ୍ୟ ପରିଚାଳନା କରିଥିଲେ ା  ଶେଷରେ ଶିକ୍ଷୟିତ୍ରୀ  ଉମା ତୁମୁନିଆ  ଧନ୍ଯବାଦ ଅର୍ପଣ କରିଥିଲେ। ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ଦୁଇଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ବିଦ୍ୟାଳୟ ର  ସହ ଶିକ୍ଷକ / ଶିକ୍ଷୟିତ୍ରୀ ତାରୁଖ ସିଂ ମାଝୀ,ଉମା ତୁମୁନିଆ, ବୀଣା ମାଝୀ ଓ ରୋଜାଲିନ ରାଉତରାୟ ପ୍ରମୁଖ କାର୍ଯ୍ୟକ୍ରମ ରେ  ସମ୍ପୂର୍ଣ୍ଣ ସହଯୋଗ କରିଥିଲେ..!


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like