-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

15-Mar-2025



କଣ୍ଟାମାଳ : ବୌଦ୍ଧ ଜ଼ିଲ୍ଲା ଘଣ୍ଟାପଡା ଥାନା ପୁଲିସ ଦ୍ୱାରା ୩ କ୍ୱିଣ୍ଟାଲ୭୨କେଜି ୪୦୦ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ଅଭିଯୁକ୍ତ ଚମ୍ପଟ ମାରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଘଣ୍ଟାପଡା ଥାନା ଆଭ୍ୟନ୍ତରିଣ ଲଣ୍ଡନପଡା - ନୁରୁ ଜଙ୍ଗଲ ରାସ୍ତାରେ ଗଞ୍ଜେଇ ଡିଲ ଚାଲିଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇ ଘଣ୍ଟାପଡା ଥାନାଧିକାରୀ ଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଚଢ଼ାଉ କରିଥିଲେ। ପୁଲିସକୁ ଦେଖି

ଗଞ୍ଜେଇ ମାଫିଆ ମାନେ ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରୁ ଗଞ୍ଜେଇ ଭର୍ତ୍ତି ହୋଇଥିବା ବସ୍ତା ଜବତ ହୋଇଥିଲା । ଏହାକୁ ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ ଙ୍କ ଉପସ୍ଥିତିରେ ଓଜନ କରିବାରୁ ଏହା ର ଓଜନ ୩କ୍ୱିଣ୍ଟାଲ ୭୨କେଜି ୪ଶହ ଗ୍ରାମ ଥିବା ଜଣାପଡିଥିଲା। ଏନେଇ ଘଣ୍ଟାପଡା ଥାନା ପକ୍ଷରୁ କେସ ନଂ ୩୧/୨୦୨୫ ଏନଡିପିଏସ ଆକ୍ଟ ରେ ଏକ ମାମଲା ରୁଜୁ ହୋଇଥିବାବେଳେ ଅଧିକ ତଦନ୍ତ ଜାରି ରହିଥିବା ଘଣ୍ଟାପଡା ଥାନାଧିକାରୀ  ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like