-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ

15-Mar-2025



ନୂଆଁପଡ଼ା(ପରମେଶ୍ଵର ମେହେର):  ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟରେ  "ଗପଶୁଣିବା ଓ କହିବା "ଗୁରୁବାର  ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ହୀରାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ସନତ କୁମାର ସାହୁ ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବରେ  ଶ୍ରୀଯୁକ୍ତ  କେଶବ ପାଣ୍ଡେ , ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ହୀରାଧର ହଂସ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶ୍ରୀଯୁକ୍ତ ଭୋଳାନାଥ ଛତ୍ରିଆ  ମଞ୍ଚାସିନ ଥିଲେ। ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ,ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା,ସଂସ୍କାର  ତଥା ଏକାଗ୍ରତା ଏବଂ ଶ୍ରବଣ ଓ କଥନ ଦକ୍ଷତାର ବିକାଶ ପାଇଁ ଗଳ୍ପ ଏକ ମାଧ୍ୟମ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l  ଶ୍ରୀଯୁକ୍ତ କେଶବ ପାଣ୍ଡେ ପାରମ୍ପରିକ ଶୈଳୀରେ ଏକ ଗଳ୍ପ ଉପସ୍ଥାପନା କରିଥିଲେ  l ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ ଦାରୁକ ସିଂ ମାଝୀ ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ରଛାତ୍ରୀ ଓ  ସହକାରୀ ଶିକ୍ଷକଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା    l ଶିକ୍ଷୟିତ୍ରୀ ଶ୍ରୀମତୀ  ରୋଜାଲିନ ରାଉତରାୟଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।  ଗଳ୍ପ କଥନ  ପ୍ରତିଯୋଗିତାରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ  ସହ ଶିକ୍ଷୟିତ୍ରୀ  ବୀଣାମାଝି ସଭାକାର୍ଯ୍ୟ ପରିଚାଳନା କରିଥିଲେ ା  ଶେଷରେ ଶିକ୍ଷୟିତ୍ରୀ  ଉମା ତୁମୁନିଆ  ଧନ୍ଯବାଦ ଅର୍ପଣ କରିଥିଲେ। ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ଦୁଇଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ବିଦ୍ୟାଳୟ ର  ସହ ଶିକ୍ଷକ / ଶିକ୍ଷୟିତ୍ରୀ ତାରୁଖ ସିଂ ମାଝୀ,ଉମା ତୁମୁନିଆ, ବୀଣା ମାଝୀ ଓ ରୋଜାଲିନ ରାଉତରାୟ ପ୍ରମୁଖ କାର୍ଯ୍ୟକ୍ରମ ରେ  ସମ୍ପୂର୍ଣ୍ଣ ସହଯୋଗ କରିଥିଲେ..!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like