-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଏସୋସେସନ ଓଜେୟୁ ଶାଖା ପକ୍ଷରୁ ନିରୀହ ଲୋକଙ୍କର ଅଧିକାର ପାଇଁ ଆଲୋଚନା ଚକ୍ର

16-Mar-2025



ନର୍ଲା (ଚିନ୍ତାମଣି ନାଏକ )
 କଳାହାଣ୍ଡି ଜିଲ୍ହା ନର୍ଲା ବ୍ଲକ ଦହଲ ଗ୍ରାମ ଠାରେ ନର୍ଲା ପ୍ରେସ ଏସୋ ସେ ସନ ଓଜେୟୁ ଶାଖା ପକ୍ଷରୁ ସଂଘର ସଭାପତି ଚିନ୍ତାମଣି ନାଏକ ଙ୍କ ଅଧକ୍ଷ୍ୟତା ରେ ଏକ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ବୈଠକ ରେ ଉପସ୍ଥିତ ସମସ୍ତ ସଦସ୍ୟ ଙ୍କୁ ସଙ୍ଘ ର ଲିଗାଲ ଏଡ଼ ଭାଇଜର ଶ୍ରୀଯୁକ୍ତ ଦୀପକ କୁମାର ସାହୁ ସମସ୍ତ ଅତିଥି ମାନଙ୍କୁ ପରିଚୟ ପ୍ରଦାନ କରିବା ସହ ଉପଢୌକନ ଦେଇ ସ୍ଵାଗତ ସ୍ରମ୍ୱର୍ଦ୍ଧନା  ଜ୍ଞ୍ୟାପନ କରିଥିଲେ, ଏହି ବୈଠକ ରେ କଳାହାଣ୍ଡି ଜିଲ୍ହା ର ବିଭିନ୍ନ ପ୍ରାନ୍ତରୁ ଯୁବ ସାମ୍ବାଦିକ ବନ୍ଧୁ ମାନେ ଯୋଗଦେଇ ଆଲୋଚନା ରେ ସକ୍ରିୟ ଅଂଶ ଗ୍ରହଣ କରି ନିଜ ନିଜ ମତ ପ୍ରକାଶ କରିଥିଲେ

ବିଶେଷ କରି ସାଧାରଣ ନିରୀହ ନିଷ୍ପେସିତ ଅବହେଳିତ  ଲୋକଙ୍କ ସମସ୍ୟା କୁ ପ୍ରଶାସନିକ ସ୍ତରରେ ପହଂଚାଇବା ଓ ସମସ୍ୟା ର ସମାଧାନ ଦିଗରେ ନିରନ୍ତର କାର୍ଯ୍ୟ କରିବା ପାଇଁ ସଂଘ ପକ୍ଷରୁ ନିଷ୍ପତି ନିଆଯାଇଛି ଏହି କାର୍ଯ୍ୟକ୍ରମ ରେ ନର୍ଲା ସାମ୍ବାଦିକ ସଙ୍ଘ ର ସଭାପତି ସମ୍ପାଦକ ଉପସଭାପତି କୋଷାଧକ୍ଷ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ସଂମ୍ମାନିତ ଅତିଥି ଭାବେ ନର୍ଲା ର ବରିଷ୍ଠ ସାମ୍ବାଦିକ ସମାଜ ପ୍ରତିନିଧି ମନୋଜ ଷଡ଼ଙ୍ଗୀ ଓ ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିଲେ, ଏହି କାର୍ଯ୍ୟକ୍ରମ ଟିକୁ ସଙ୍ଗ ର ଲିଗାଲ ଏଡ଼ ଭାଇଜର ଦୀପକ ସାହୁ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026

You Might Also Like