-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ନିଆରା ଜନ୍ମଦିବସ ପାଳନ, ବିଧାୟକଙ୍କ ଜନ୍ମ ଦିନରେ ହସ୍ପିଟାଲର ରୋଗୀ ମାନଙ୍କୁ ଫଳ ବଣ୍ଟନ

17-Mar-2025



କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ୫୦ ତମ ଜନ୍ମଦିନ ପାଳନ ଏକ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି। ରବିବାର ବିଧାୟକଙ୍କ ସମର୍ଥକ ଓ ସ୍ଥାନୀୟ ଦଳିୟ କର୍ମୀ ମାନେ ସିନ୍ଧେକେଲା ସ୍ଥିତ ପାତାଲେଶ୍ବର ମହାଦେବ ମନ୍ଦିର ସହ ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ଙ୍କ ମନ୍ଦିର ସହ ବିଭିନ୍ନ ମନ୍ଦିର ମାନଙ୍କରେ ବିଧାୟକଙ୍କ ଦିର୍ଘାୟୁ କାମନା କରିଥିଲେ। ପରେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ରୋଗୀ ମାନଙ୍କୁ ଫଳ, ବିସ୍କୁଟ ଓ ଠଣ୍ଡା ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ଅନିଲ ନାଏକ, ସିନ୍ଧେକେଲା ମଣ୍ଡଲ ଯୁବମୋର୍ଚ୍ଚା ଉପସଭାପତି ହେମନ୍ତ ସାହୁ, ଯୁବନେତା ଯୁବରାଜ ବାଗ,

ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ବିଧାୟକଙ୍କ ପୁତୁରା ଯୌବନ ବାଗ, ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ସାମ୍ବାଦିକ ଦିନେଶ ଜୈନ, ନୌରାଜ ରଣା,ପର୍ମା ସାହୁ, ରୋହିତ ସାହୁ, ସିନ୍ଧେକେଲା ମଣ୍ଡଳ ବିଜେପି ସଭାପତି ନରେନ୍ଦ୍ର ରଣା, ନିଲାନ ଷଡ଼ଙ୍ଗୀ,କାହ୍ନା ଜୈନ, ସାୟର ଜୈନ, ଗୋଲୁ ଜୈନ, ମୁକେଶ ସାହୁ, ବେଣୁ ମଲ୍ଲିକ, ଅମିତ ଜୈନ, ନରେଶ ବେହେରା, ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like