-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ତହଁକ ତିହାର ଉଦଯାପିତ

17-Mar-2025



ବଲାଙ୍ଗିର:(ପ୍ରେରଣା)- ବଲାଙ୍ଗିର ସାଗର ପଡା କ୍ଳବ ଠାରେ ତହଁକ ସାହିତ୍ୟ କୁଟୁମର ବଛରକିଆ ଉଚ୍ଛବ ତହଁକ ତିହାର ୧୫ ଓ ୧୬ ଦୁଇ ଦିନ ଧରି ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି  । ୧୫ ତାରିଖ ହୋଇଥିବା ଆଳୋଚନା ଚକ୍ର  " କୋସଲି କଳା ଆର୍ ସାହିତ୍ୟର ସ୍ଥିତି କେନ୍ ଆଡେ " ଆଳୋଚନା ଚକ୍ର ରେ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଷୀ, କବି ଆନନ୍ଦ ଚନ୍ଦ୍ର ସାହୁ , ନେପାଳ ଚନ୍ଦ୍ର ବାଗ୍ ନିଜ ନିଜ ବକ୍ତବ୍ଯ ରଖିଥିଲେ । ଦୃତିୟ ଅଧିବେସନ ପିରତି ଫଗୁନ କବିତା ଆସରରେ କବି ଦିଗାମ୍ବର ନାଏକ,  ଜଗବନ୍ଧୁ ପଟେଲ୍,  କପିଳେଶ୍ଵର ଖମାରି ମଞ୍ଚାସୀନ ଥିଲେ  । କବି ଧର୍ମେନ୍ଦ୍ର ପ୍ରଧାନ ଓ ଶ୍ରଦ୍ଧା ନାଏକ୍ ସଂଯୋଜନା କରିଥିଲେ । ୧୬ ତାରିଖ ତହଁକ ତିହାର କାର୍ଯ୍ୟକ୍ରମ ରେ ପ୍ରଥମେ ମାଁ ପାଟଣେଶ୍ୱରୀ ଏବଂ ସମଲେଶ୍ବରୀଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା  । କବି ରାଜିବ ଭୋଇ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି  ସମାଜସେବୀ  ସୁଶିଳ କୁମାର ଗୁରୁ ସମ୍ମାନିତ ଅତିଥି  କଣ୍ଠଶିଳ୍ପୀ ଶାଶ୍ୱତ ତ୍ରିପାଠୀ, ଶୁଭ୍ରାଂଶୁ ପଟେଲ୍,  ଗୟାଧର ପଟେଲ୍,  ମଧୂସୁଦନ ଦାସ୍,  ଗୋପୀନାଥ ଦଣ୍ଡସେନା ମଞ୍ଚାସୀନ ଥିଲେ  ।

ଏବର୍ଷ ତହଁକ ସମ୍ମାନ କୋସଲି  କବି ନିରଞ୍ଜନ ପଣ୍ଡା,  ତହଁକ କଳା ସମ୍ମାନ ନବୀନ କୁଅଁର,  ତହଁକ ସମାଜ ସେବା ସମ୍ମାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ,  ସଂଗଠକ ସମ୍ମାନ ଟିକେଲାଲ ବେହେରା,  ତହଁକ ପ୍ରକୃତି ପ୍ରେମି ସମ୍ମାନ ଦିଗାମ୍ବର ନାଏକ ଙ୍କୁ  ପ୍ରଦାନ କରାଯାଇଥିଲା  । ଅତିଥି ମାନ ଙ୍କ ଦ୍ଵାରା ତହଁକ୍ ପତ୍ରିକା ଉନ୍ମୋଚିତ ହୋଇଥିଲା। ରବିନ୍ଦ ଦାସ, ଅଶୋକ ମେହେର, ତରଭା କବି କୁଟୁମ୍ କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଦଳସର ର ହୁମୋ ବଉଳି ଏବଂ ସମାରୁ ମହାନନ୍ଦ ଙ୍କ ଘୁଡୁକା ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା  । ଦୃତିୟ ଅଧିବେସନ କୋସଲି କବିତା ଆସରରେ କବି ସୁଶାନ୍ତ ବାଗ୍, ଗୋପାଳ ମେହେର,  ଶାନ୍ତନୁ ପଣ୍ଡା ଅତିଥିଭାବେ ମଞ୍ଚାସୀନ ଥିଲେ । କବିତା ଆସରକୁ କବି ଦିଲ୍ଲିପ ମିଶ୍ର,  ଜ୍ୟୋତିରାଣୀ ମିଶ୍ର,  ଆଲ୍ଲାଦିନୀ  ପାଣିଗ୍ରାହୀ ଦାସ୍ ସଂଯୋଜନା କରିଥିଲେ । ସଂପାଦକ ରାଜେଶ ଦଣ୍ଡସେନା ଉଦ୍ଧେଶ୍ୟ ଜ୍ଞାପନ କରିଥିବାବେଳେ ମୂଖ୍ଯ ସଂପାଦକ ଅର୍ଜୁନ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । ଶ୍ରିୟାକାଂତ ଦାସ, ଗିରିସ ପାତ୍ର,  ଅଭିଜିତ ଫରିକାର,  ନିକିତା ସା, ମାନସୀ ସାହୁ, ସାଲିନି ସା, କବିତା ମିଶ୍ର, ଜ୍ୟୋତିରାଣୀ ମିଶ୍ର,ରୋଶନ ସାହୁ, 
ଭରତ ମେହେର, ବାସନ୍ତୀ ମଞ୍ଜରୀ ହନୁମାନ, ପୁଷ୍ପାଞ୍ଜଳି ମେହେର, ଗୀତାଞ୍ଜଳି ମିଶ୍ର, ଶ୍ରଦ୍ଧାଞ୍ଜଳୀ ମିଶ୍ର, ତୃପ୍ତିମୟୀ ତ୍ରିପାଠୀ, ଅରୁଣୀ ତ୍ରିପାଠୀ,  , ଭବାନୀ ମିଶ୍ର, ବିବେକ ପ୍ରଧାନ ।ସଂଧ୍ୟାରେ ବ୍ୟଙ୍ଗ କବିତା ଆସର୍ ହୋଇଥିଲା ଏହି ଅବସରରେ ଦିଲିପ ମହାନ୍ତି, ଭରତ ନାଏକ, ରବି ଚନ୍ଦ୍ର ସାହୁ, ଯଶୋବନ୍ତ କୁମ୍ଭାର ଯୋଗ ଦେଇ ଦର୍ଶକଙ୍କୁ ହାସ୍ୟ କବିତା ରେ ହସର ଖୁରାକ ଯୋଗାଇଥିଲେ। ଶେଷରେ ମିଲନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like