-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ରାଜ୍ୟ

ମାମୁନୀ ପାଇଲେ ରାଜ୍ୟପାଳ ପୁରସ୍କାର ଡେଙ୍ଗ ବିଦ୍ୟାଳୟ ପାଇଁ ଗୌରବ ଆଣିଲେ

09-Mar-2025



ବଲାଙ୍ଗୀର, ତା.୦୯/୦୩ (ପ୍ରେରଣା ଖବର ) :  ଭୁବନେଶ୍ଵର ରାଜ ଭବନର ନୂଆ ଅଭିଷେକ ପ୍ରେକ୍ଷାଳୟରେ ଆୟୋଜିତ ରାଜ୍ୟସ୍ତରୀୟ ରେଡ଼କ୍ରସ ପୁରସ୍କାର ବିତରଣ ଉତ୍ସବରେ ଓଡିଶାର ମହାମହିମ  ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ସଭାପତି ଡ. ହରିବାବୁ କମ୍ଭମପାଟିଙ୍କ କରକମଳରେ ବଲାଙ୍ଗୀର ଜିଲ୍ଲାର ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ  ହାଇସ୍କୁଲର ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀ ମାମୁନୀ ପ୍ରଧାନ ରାଜ୍ୟର  ସର୍ବଶେଷ୍ଠ  ସ୍ୱେଚ୍ଛାସେବୀ ଭାବରେ  ରାଜ୍ୟପାଳ  ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି । ଉତ୍ସବରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ ରାଜପୁତ, ଭାରତୀୟ ରେଡକ୍ରସ୍ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଗଣେଶ ଚନ୍ଦ୍ର ପାତ୍ର , ଯୁବ ରେଡକ୍ରସ୍ ଅଧିକାରୀ ଡ଼. ରମେଶ ଚନ୍ଦ୍ର ବେହେରା ଓ କନିଷ୍ଠ ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ  । ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀ ଭାବରେ ମାମୁନୀ କରୋନା ସମୟରେ କାର୍ଯ୍ୟ,  ବୃକ୍ଷ ରୋପଣ, ସଡକ ସୁରକ୍ଷା, ବାଲ୍ୟବିବାହ କୁ ନାଁ  ସେଚେତନ କାର୍ଯ୍ୟକ୍ରମ, ତମାଖୁ କୁ ନାଁ  ସେଚେତନ କାର୍ଯ୍ୟକ୍ରମ, ପ୍ଲାଷ୍ଟିକ ମୁକ୍ତ ପରିବେଶ ସେଚେତନ କାର୍ଯ୍ୟକ୍ରମ ଆଦି  ବିଭିନ୍ନ ମାନବୀୟ କାର୍ଯ୍ୟ କରି ଆସୁଛନ୍ତି । କାର୍ଯ୍ୟକ୍ରମରେ ଓଡିଶାର ମହାମହିମ  ରାଜ୍ୟପାଳ ମାମୁନୀଙ୍କୁ  ସ୍ମାରକୀ, ପ୍ରଶଂସା ପତ୍ର ଦେବା ସହ ଅର୍ଥରାଶି ପ୍ରଦାନ କରିଥିଲେ ।  ପ୍ରକାଶଥାଉକି, ମାମୁନୀ ଜଣେ ମେଧାବୀ ଛାତ୍ରୀ ହେବା ସହ   ବିଭିନ୍ନ ପ୍ରତିଯୋଗିତାରେ ନିଜ ପାଇଁ ତଥା ସ୍କୁଲ ପାଇଁ ପୂର୍ବରୁ  ଗୌରବ ଆଣିଛନ୍ତି । ଡେଙ୍ଗ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର ଓ ବିଦ୍ୟାଳୟର ଶିକ୍ଷକ ତଥା ରେଡ଼କ୍ରସ କାଉନସେଲର ରାମ ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ମାମୁନୀ ଜୁନିୟର ରେଡ଼କ୍ରସ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବିଭିନ୍ନ ସେବାମୂଳକ କାର୍ଯ୍ୟରେ ଅଗ୍ରସର ହୋଇଛନ୍ତି । ରେଡ଼କ୍ରସ କାର୍ଯ୍ୟ ପାଇଁ ବିଦ୍ୟାଳୟର  ଶିକ୍ଷକ କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ,  ବିଶ୍ଵନାଥ ମେହେର, ମନରଞ୍ଜନ ପରିଡା, ଦେବେଶ ହୋତା,  ସମୀର ସେଠି, ଦୀପକ ସେନ ଧରୁଆ, , ଲିଙ୍ଗରାଜ ନନ୍ଦ, ହିଂମାଶୁ ଶେଖର ବିଶ୍ବାଳ, ଅବିନାଶ ଭୋଇ, ଶିକ୍ଷୟିତ୍ରୀ  ରେଣୁକା ସାହୁ, ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ ମାମୁନୀକୁ ବିଭିନ୍ନ ସମୟରେ ସହାୟତା ସହ ମାର୍ଗଦର୍ଶନ କରିଛନ୍ତି । ରାଜ୍ୟପାଳ ପୁରସ୍କାର ପାଇଁ ମାମୁନୀକୁ ବଲାଙ୍ଗୀର ଜିଲ୍ଲାର ଏଡିଏମ ପବିତ୍ର ବେହେରା, ପାଟଣାଗଡ଼ ଉପଜିଲ୍ଲାପାଳ ସୁନୀଲ କୁମାର ମେହେର, ଜିଲ୍ଲା ରେଡ଼କ୍ରସ ସଂପାଦକ ସସ୍ମିତା ପ୍ରଧାନ , ଡିଇଓ ପ୍ରଦୀପ କୁମାର ନାଗ, ଜିଲ୍ଲା ଜୁନିୟର ରେଡ଼କ୍ରସ ସମ୍ପାଦକ ପ୍ରଦୀପ  କୁମାର ପାତ୍ର, ବିଇଓ ମମତା ମହାଡୀକ ଜେଆରସିଓ ବିକାଶ ସାହୁ ତଥା ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ  ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like