-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

*କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ସ୍ୱଚ୍ଛତା ପକ୍ଷ ପାଳିତ*

17-Mar-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବ୍ଲକ୍ ସ୍ଥିତ ପିଏମ୍ ଶ୍ରୀ କୋଶଳେଶ୍ୱର  ଉଚ୍ଚ ବିଦ୍ୟାଳୟରେ ଆଜି ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ବାବୁଲାଲ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ ଯାପନୀ ଉତ୍ସବରେ ସମାଜ ସେବୀ ତଥା ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ଶ୍ରୀ କରମ୍ ଚାନ୍ଦ ମହାନ୍ତି ମୁଖ୍ୟ ଅତିଥି, ଐତିହାସିକ ତଥା ଗବେଷକ ସୁଦାମ୍ ନାଏକ୍ ମୁଖ୍ୟ ବକ୍ତା, ନାଏବ ସରପଞ୍ଚ ଗୀତାଞ୍ଜଳି ପଲିଆ, ପରିଚାଳନା କମିଟିର ସଭାପତି ଈଶ୍ୱରଚନ୍ଦ୍ର ପଲିଆ, ସଭ୍ୟ ଗିରିଶ ଚନ୍ଦ୍ର ଭରାସାଗର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ବରିଷ୍ଠ ଶିକ୍ଷକ ଚକାନୟନ ମେହେରଙ୍କ ସଂଯୋଜନାରେ ହୋଇଥିବା ବିଭିନ୍ନ କାର୍ଯକ୍ରମରେ ସଭ୍ୟ ମନୋଜ ପଲିଆ, ଅର୍ଜୁନ କୁଶଲ୍, ଶିକ୍ଷୟତ୍ରୀ ନନ୍ଦିନୀ ମହାନା, ଜୟନାରାୟଣ ମିଶ୍ର, ଏକାଦଶ ବର୍ଗେଇ,ସ୍ନେହଲତା ଖେତି,ସଞ୍ଜୟ ପଧାନ, ମାନସ ରଞ୍ଜନ ଭୋଇ, ସଂଯୁକ୍ତା ଦାସ୍, ପୁଷ୍ପାଞ୍ଜଳି ନାୟକ୍,ମାନସୀ ରାଣୀ, ନୀବେଦିତା ମିଶ୍ର, ନୀହାରିକା ମିଶ୍ର, ନର୍ମଦା ପାତ୍ର, ସଂଯୁକ୍ତା ଗାଇଗୋରିଆ ଏବଂ ଆଦିତ୍ୟ କିଶୋର ପାଢ଼ୀ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଶେଷରେ କ୍ରିଡ଼ା ଶିକ୍ଷକ ଚୌଧୁରୀ ବିଭାର ଧନ୍ୟବାଦ୍ ଅର୍ପଣ କରିଥିଲେ l ବାଳ ମୁକୁନ୍ଦ ସେଠୀ,ଚମାର୍ ବାଘ, ୱାଡ଼ ମେମ୍ବର ତଥା ଜନ ପ୍ରତିନିଧି ଏଥିରେ ସହଯୋଗ କରିଥିଲେ l ନିକଟସ୍ଥ ଗ୍ରାମକୁ ଯାଇ ଏକ ସ୍ଵଚ୍ଛତା ସଚେତନତା ରାଲି ମଧ୍ୟ ଆୟୋଜନ କରାଯାଇଥିଲା l ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇ ଥିଲା l ସଚେତନତା ସୃଷ୍ଟି ପାଇଁ କମିଟି ସଭ୍ୟ/ସଭ୍ୟା, ଲୋକପ୍ରତିନିଧି ଏବଂ ଛାତ୍ରଛାତ୍ରୀଙ୍କୁ ପରିଷ୍କାର ଭାବେ ହାତ ଧୋଇବା, ରାସ୍ତା ଘାଟ ରେ ମଳ ତ୍ୟାଗ ନ କରି ପାଇଖାନା ବ୍ୟବହାର କରିବା ତଥା ରାସ୍ତା ଘାଟ ଓ ଗାଁ ପରିବେଶକୁ ସ୍ୱଚ୍ଛ ନିର୍ମଳ ରଖିବାକୁ ନିବେଦନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like