-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ବେଆଇନ ଗୃହ ନିର୍ମାଣ କରି ରାସ୍ତା ଅବରୋଧ ପ୍ରତିବାଦରେ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ

17-Mar-2025



ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅମ୍ବାଭୋନା ତହସିଲ ଅଧୀନସ୍ଥ ଲେଥେର ଗ୍ରାମରେ ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ବଢ଼ିବାରେ ଲାଗିଛି।ଦିର୍ଘ ୪୦ ବର୍ଷରୁ ଉର୍ଦ୍ଧ୍ବ ହେବ ସେହି ଗ୍ରାମର କନ୍ଦର୍ପ ସା ଙ୍କ ବସ୍ତି ପ୍ଳଟରେ ଥିବା ବାସଗୃହ ସମ୍ମୁଖସ୍ଥ ରାସ୍ତା ଉପରେ ପ୍ରଶାସନିକ ଅଧିକାରୀଙ୍କ ବିନା ଅନୁମତିରେ ବେଆଇନଭାବେ ତାଙ୍କ ଷୌଚାଳୟ କୁ ଭାଙ୍ଗି ବଳପୂର୍ବକ କିଛି ମୁଷ୍ଟିମେୟ ଲୋକଙ୍କ ପ୍ରରୋଚନାରେ ପଡି ଆକ୍ରୋଶମୂଳକ ଭାବେ ଗ୍ରାମବାସୀ ଗୃହ ନିର୍ମାଣ କରୁଥିବାରୁ ଏବଂ ତାଙ୍କ ବାସଗୃହ ଓ ଖଲାବାରିକୁ ରାସ୍ତା ଅବରୋଧ କରୁଥିବାରୁ ଏହାକୁ ଅଭିଯୋଗ ନେଇ ପୁର୍ବରୁ କନ୍ଦର୍ପ ସା ଙ୍କ ପରିବାର ଲୋକେ ଅମ୍ବାଭୋନା ଥାନାଧିକାରୀ,ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଆରକ୍ଷୀ ଅଧିକାରୀ,ବରଗଡ ଜିଲ୍ଲାପାଳ ଓ ବିଧାୟକ ଙ୍କୁ ଲିଖିତ ଅଭିଯୋଗ କରିଥିଲେ।କାଳେ ହିଂସାକାଣ୍ଡ ଘଟିବାର ସମ୍ଭାବନା ଥିବା ଦର୍ଶାଇ ଉଭୟ ପକ୍ଷ ଙ୍କ ବିରୁଦ୍ଧରେ ଅମ୍ବାଭୋନା ତହସିଲଦାର କାର୍ଯ୍ୟାନୁଷ୍ଠାନ ନେଇଥିଲେ। ମାତ୍ର ମୂଳ ସମସ୍ୟାର ସମାଧାନ ହୋଇ ନ ଥିଲା।୧୪ ଜଣ ସଦସ୍ୟଙ୍କୁ ନେଇ କନ୍ଦର୍ପ ସା ଙ୍କ ବଡ ପରିବାର ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦର୍ଶାଇ ନ୍ୟାୟ ଆଶାରେ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାତ୍ର ଏଥିରେ ବିଫଳ ହେବାରୁ ସେମାନେ ସୋମବାର ଦିନ ସକାଳ ୧୦ ଟାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଅମ୍ବାଭୋନା ତହସିଲଦାର ରଘୁନାଥ ପାଣିଗ୍ରାହୀ ଅନଶନକାରୀ ଙ୍କୁ ଭେଟି ବୁଝାସୁଝା କରିଥିଲେ। ମାତ୍ର ସେମାନେ ନ୍ୟାୟ ନ ପାଇବା ପର୍ଯ୍ୟନ୍ତ ଅନଶନରେ ବସିବାକୁ ଜିଦ ଧରିଥିଲେ ।ଖବର ଲେଖା ଯିବା ପର୍ଯ୍ୟନ୍ତ ଅନଶନ ଜାରି ରହିଛି। ଏହି ଆମରଣ ଅନଶନରେ କନ୍ଦର୍ପ ସା ଙ୍କ ଦୁଇପୁଅ ପୁରନ୍ଦର ସା, ଶ୍ବେତରାଜ ସା ବସିଥିବା ବେଳେ ବଡ଼ପୁଅ ଭାସ୍କର ସା ଙ୍କ ସମେତ ପୁତ୍ରବଧୂ ପଦ୍ମୀନି ସା, ସାବିତ୍ରୀ ସା, ରୀନା ସା ପ୍ରମୁଖ ସମର୍ଥନରେ ବାହାରିଛନ୍ତି। ଫଳରେ ତାଙ୍କ ପରିବାରର ୨୧ବର୍ଷିୟ ଶାରୀରିକ ଭିନ୍ନକ୍ଷମ ଛତ୍ରପତି ସା, ସୁନିତା ସା, ଯୁବରାଜ ସା, ପ୍ରତିମା ସା, ସସ୍ମିତା ସା,ଛବିର ସା ପ୍ରମୁଖ ବହୁ ଅସୁବିଧାରେ ଦିନ ଗଣୁଛନ୍ତି।ଆହୁରି ମଧ୍ୟ କନ୍ଦର୍ପ ସା ଙ୍କ କହିବା ଅନୁସାରେ ଏହି ଘଟଣା କୁ ନେଇ ୧୦୭ ଧାରା ଲାଗିଥିବା ସତ୍ୱେ ତରବରିଆ ଭାବେ ଗୃହ ନିର୍ମାଣ କରିଥିବା ଜଣାଇଛନ୍ତି। ଯଦି ଏହି ସା ପରିବାର ଙ୍କୁ ନ୍ୟାୟ ନ ମିଳିଲେ ଆତ୍ମହୂତି କରିବେ ବୋଲି ଜଣାଇଛନ୍ତି। ତେବେ ଦେଖିବାକୁ ରହିଲା ଏମାନଙ୍କୁ କେବେ ନ୍ୟାୟ ମିଳୁଛି? ନ୍ୟାୟ ଅପେକ୍ଷାରେ କନ୍ଦର୍ପ ସା ଙ୍କ ପରିବାର।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like