-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ରାଜନୀତି

କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି

17-Mar-2025



ବଲାଙ୍ଗୀର/ତରଭା(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ କମସରା ଓ କୁମ୍ଭାରମୁଣ୍ଡା ଗ୍ରାମ ପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଜରିଆରେ ଜଳସେଚିତ କରିବାକୁ ଓଡିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନଙ୍କ ପାଖରେ ଚାଷୀ ମାନେ ଦାବି କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓଙ୍କ ବଲାଙ୍ଗୀର ଗସ୍ତସମୟରେ କୋସଳକଳାମଣ୍ଡଳ ପଡିଆରେ କମସରାର ଏକ ପ୍ରତିନିଧିଦଳ ଭେଟି ଏକ ଦାବିପତ୍ର ଦେବା ସହିତ ଆଲୋଚନା କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାର ଭାଜପା ଦଳର ପୂର୍ବତନ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ତଥା ଉସତ ଫାର୍ମରପ୍ରଡ୍ୟୁସରକମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଭବାନୀ ଶଙ୍କର ପଣ୍ଡା ଓ ଦିଲିପ ପୂଜାରୀଙ୍କୁ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଉପମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଯେ, କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତ ଏକ ପାହାଡିଆ ଅଞ୍ଚଳରେ ରହିଛି । ତେଣୁ ଜଳସେଚନର ସୁବିଧା ନାହିଁ । ଚାଷିମାନେ ବାରମ୍ବାର ମରୁଡିର ଶୀକାର ହେଉଛନ୍ତି ଓ ତାଙ୍କର ଅର୍ଥନୈତିକ ସ୍ଥିତି ବିଗିଡିଯାଉଛି । ତେଣୁ ତେଲନଦୀରୁ ମେଗାଉଠାଜଳସେଚନ ପଏଣ୍ଟ ଜରିଆରେ ଏହି ଅଞ୍ଚଳକୁ ଜଳସେଚନ ସୁବିଧା କରାଇବାକୁ ଦାବି କରାଯାଇଛି । ଉପମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ଦାବିପତ୍ରର ଏକକିତା ନକଲ ବଲାଙ୍ଗୀର ସାଂସଦ,ସୁବର୍ଣ୍ଣପୁର ଜିଲ୍ଲାପାଳ,ସୁବର୍ଣ୍ଣପୁର ମେଗା ଉଠା ଜଳସେଚନ ଡିଭିଜନର ନିର୍ବାହୀଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ରାଜ୍ୟସରକାର ତୁରନ୍ତ ଏଦିଗରେ ପଦକ୍ଷେପ ନେବେ ବୋଲି ଭବାନୀଶଙ୍କର ପଣ୍ଡା,ଦିଲିପ ପୂଜାରୀ, ରମେଶ ଚନ୍ଦ୍ର ପଣ୍ଡା, ପ୍ରଦୀପ ରଣା, ନୀଳାମ୍ବର ରଣା, ମନୋଜ କୁମାର ପଣ୍ଡା, ବିଷ୍ନୁ ମୁଣ୍ଡା,ଆଦିତ୍ୟ ମିଶ୍ର,ଶୁଭ୍ରାଂସୁ ଶେଖର ମିଶ୍ର,ଅଶୋକ ମିଶ୍ର, ଅଭିମନ୍ୟୁ ବହିଦାର,ପ୍ରଦୀପକୁମାର ସାମନ୍ତରା,ସୁନିଳ ରଣା, କୃତ୍ତିବାସ ରଣା,ଦୁର୍ଯ୍ୟୋଧନ ଘିବେଲା,ଜୟରାମ ମନହିରା, ନରେନ୍ଦ୍ର ରଣା,ପ୍ରତ୍ୟୁଷ ପୂଜାରୀ ପ୍ରମୁଖଙ୍କ ସହ ଶତାଧିକ ଚାଷି ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like