-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମହାନଗର

ଭୋଟର କାର୍ଡ ସହ ଲିଙ୍କ ହେବ ଆଧାର

19-Mar-2025



ବଲାଙ୍ଗିର(ଦେବାଶିଷ ବହିଦାର):ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ଲିଙ୍କ୍ କରା‌ଯିବ । ଏଥିପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି।

ଆଜି ନିର୍ବାଚନ କମିଶନ ଓ ୟୁଆଇଡିଏଆଇ (ଭାରତର ଏକକ ପରିଚୟପତ୍ର ପ୍ରାଧିକରଣ) ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ ବୈଠକରେ ଏଥିପାଇଁ ସହମତି ପ୍ରକାଶ ପାଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ବିଶେଷଜ୍ଞଙ୍କ ପରାମର୍ଶ ନିଆଯିବ। ନିର୍ବାଚନ କମିଶନ କହିଛନ୍ତି ଯେ ବର୍ତ୍ତମାନର ପ୍ରଚଳିତ ଆଇନ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭୋଟର କାର୍ଡ ସହ ଆଧାର ଲିଙ୍କ୍ କରା‌ଯିବ। ତେବେ ଏହା ବାଧ୍ୟତାମୂଳକ ଭାବେ ନୁହେଁ, ସମ୍ପୂର୍ଣ ଇଚ୍ଛାଧୀନ ଭାବେ କରା‌ଯିବ ବୋଲି କମିଶନ କହିଛନ୍ତି।

→ ନିର୍ବାଚନ କମିଶନ-ୟୁଆଇଡିଏଆଇ ବୈଠକରେ ସହମତି

ନିର୍ବାଚନ କମିଶନଙ୍କ କହିବାନୁଯାୟୀ ସମ୍ବିଧାନର ଧାରା ୩୨୬ ଅନୁସାରେ ମତଦାନର ଅଧିକାର କେବଳ ଭାରତୀୟ ନାଗରିକଙ୍କୁ ମିଳିଥାଏ। କିନ୍ତୁ ଆଧାର ହେଉଛି କେବଳ ଜଣେ ବ୍ୟକ୍ତିଙ୍କ ପରିଚୟ। ସେଥିପାଇଁ ନିଷ୍ପରି ହୋଇଛି ଯେ ଭୋଟର ପରିଚୟ ପତ୍ର ସହିତ ଆଧାର ନମ୍ବରର ଲିଙ୍କ କରାଇବା ଲାଗି ସମସ୍ତ ଆଇନ ପାଳନ କରା‌ଯିବ। ଭୋଟର କାର୍ଡ ସହ ଆଧାର ଲିଙ୍କର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ପାରଦର୍ଶିତା ଓ ସମାବେଶିତାକୁ ପ୍ରୋତ୍ସାହିତ କରିବା । ଏଥିପାଇଁ ନିର୍ବାଚନ କମିଶନ

♦️ ବିଶେଷଜ୍ଞଙ୍କ ମତ, ବିଭିନ୍ନ ଦଳର ପରାମର୍ଶ ଲୋଡ଼ାଗଲା

ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ନିର୍ବାଚନ ପଞ୍ଜିକରଣ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ତରରେ ବୈଠକ କରିବାକୁ ନିଷ୍ପରି ନେଇଛନ୍ତି। ଏଥିସହ ନିର୍ବାଚନ କମିଶନ ମଧ୍ୟ ଏହି ମାମଲାରେ ସମସ୍ତ ଜାତୀୟ ଓ ରାଜ୍ୟ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳମାନଙ୍କ ଠାରୁ ଏପ୍ରିଲ ୩୦ ସୁଦ୍ଧା ଆବଶ୍ୟକ ପରମର୍ଶ ମାଗିଛନ୍ତି।

ସରକାର ସଂସଦରେ କହିଛନ୍ତି ଯେ ଭୋଟର କାର୍ଡ ସହ ଆଧାର ଲିଙ୍କ୍ ବ୍ୟବସ୍ଥା ଚାଲୁରହିଛି। ଏଥିପାଇଁ କୌଣସି ସମୟ ସୀମା ଧାର୍ଯ୍ୟ କରାଯାଇନାହିଁ। ଯେଉଁମାନେ ନିଜର ଭୋଟର କାର୍ଡକୁ ଆଧାର ସହ ଯୋଡିବେ ନାହିଁ

ସେମାନଙ୍କ ନାମ ଭୋଟର ତାଲିକାରୁ କଟିବ ନାହିଁ । ନିର୍ବାଚନ କମିଶନ ୨୦୧୫ ମାର୍ଚ୍ଚରୁ ଅଗଷ୍ଟ ମଧ୍ୟରେ ରାଷ୍ଟ୍ରୀୟ ମତଦାତା ସୂଚୀ ଶୁଦ୍ଧିକରଣ କାର୍ଯ୍ୟକ୍ରମ ଚଳାଇଥିଲେ । ଏହି ସମୟରେ ପ୍ରାୟ ୩୦ କୋଟି ଲୋକଙ୍କ ଭୋଟର କାର୍ଡ ସହ ଆଧାର ଲିଙ୍କ୍ ହୋଇଥିଲା। ତେବେ ଭୋଟର କାର୍ଡ ସହ ଆଧାର ଲିଙ୍କ୍ କରିବା ଭିତରେ ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାର ପ୍ରାୟ ୫୫ ଲକ୍ଷ ଲୋକଙ୍କ ନାମ ଭୋଟର ତାଲିକାରୁ କଟିଯାଇଥିଲା । ଯାହାଫଳରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ତେଣୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭୋଟର କାର୍ଡ- ଆଧାର ଲିଙ୍କ୍ ଉପରେ ରୋକ୍ ଲାଗିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like