-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଏନ‌ଏସି ପକ୍ଷରୁ ବଡା ଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ , ଖୁବ ଶୀଘ୍ର ମାଟି ପାତ୍ରରେ ଚା ପିଇଵେ ରେଢ଼ାଖୋଲ ବାସୀ

19-Mar-2025



ରେଢ଼ାଖୋଲ(ଅନିଲ ପୃଷ୍ଟି) ରେଢ଼ାଖୋଲ ବିଜ୍ଞାପିତ ଅଂଚଳ ପରିଷଦର ନିଆର କାର୍ଯ୍ୟକ୍ରମ ବଡା ଖାନା  ଅନୁଷ୍ଠିତ ହୋଇଯାଇଛି | କଲେଜ ଛକ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ବୁଧବାର ସକାଳେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଶିବରାମ ସାହୁ, ଉପାଧ୍ୟକ୍ଷା ଅନୁସୟା ପ୍ରଧାନ, ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ୱାଳ, ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡା ସତ୍ୟନାରାୟଣ ସାହୁ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକିର ମୋହନ ମାଝୀ, ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ବିରଞ୍ଚି ଧରୁଆ ପ୍ରମୁଖ ମଂଚାସୀନ ଥିଲେ | ଉପସ୍ଥିତ ଅତିଥିମାନେ ବକ୍ତବ୍ୟରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟକୁ ବହୁ ପ୍ରଶଂସା କରିବା ସହିତ ସେମାନଙ୍କୁ ଉତ୍ସାହିତ କରିଥିଲେ |  ସହରକୁ ସ୍ୱଚ୍ଛ ଓ ସୁନ୍ଦର କରିବାକୁ ହେଲେ ଜନସାଧାରଣଙ୍କ ସହଯୋଗ ଅତ୍ୟନ୍ତ ଜରୁରୀ  | ଜନସାଧାରଣ ଏଥିରେ ସହଯୋଗ କରିବାକୁ ଅତିଥି ମାନେ ଅନୁରୋଧ କରିଛନ୍ତି | ଖୁବ ଶୀଘ୍ର ରେଢ଼ାଖୋଲ ସହରରେ  ଲୋକେ ଚାଖଟିରେ ମାଟି ପାତ୍ରରେ ଚା ପିଇବେ | ସେଥିପାଇଁ ପ୍ରସ୍ତୁତି କରାଯାଉଛି ବୋଲି ଏନଏସି

ଅଧ୍ୟକ୍ଷ ଶିବରାମ ସାହୁ କହିଛନ୍ତି | ସେଥିପାଇଁ ବଡା ଖାନା କାର୍ଯ୍ୟକ୍ରମ ସଫେଇ କର୍ମଚାରୀ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର  ହୋଇଥିବାରୁ ସମସ୍ତ  କର୍ମଚାରୀଙ୍କୁ ଅତିଥି ମାନେ ଫୁଲତୋଡ଼ା ଦେଇ ସ୍ୱାଗତ କରିବା ସହିତ ନିଜ ହାତରେ ସଫେଇ କର୍ମଚାରୀଙ୍କ ନିମନ୍ତେ ଖାଦ୍ୟ ପରଷିବା ପରେ ଅତିଥି ମାନେ

ଖାଇ ଥିଲେ | ସଭାକୁ ଅମିତାଭ ପାଣିଗ୍ରାହୀ ପରିଚାଳନା କରିଥିଲେ | ଏହି କାର୍ଯ୍ୟକ୍ରମରେ ଏନ‌ଏସିର ବରିଷ୍ଠ କିରାଣି ବୀରେନ୍ଦ୍ର ପୁରୋହିତ , ସିଇଓ ଭାରତୀ ପ୍ରଗଣୀଆ, କାଉନସିଲର କଳ୍ପନା ନାଏକ , ରଶ୍ମିରଞ୍ଜନ ଭଞ , କୁମୁଦ ନାଗ ତପସ୍ୱିନୀ ମହାକୁଡ଼ ଙ୍କ ସମେତ ସମସ୍ତ ସ୍ବଛ ସାଥୀ ମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା