-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ମାଗଣା ସ୍ବାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର; ଯୋଗ ଦେଲେ ୧୨ରୁ ଉର୍ଦ୍ଧ ଡାକ୍ତର‌ : ଉପକୃତ ହେଲେ ୭୮୮ ଲୋକ

21-Mar-2025



କଣ୍ଟାବାଞ୍ଜି: କଣ୍ଟାବାଞ୍ଜି‌ ମାରୱାଡ଼ି ଯୁବା ମଞ୍ଚ ଓ ମାରୱାଡ଼ି ପ୍ରଗତି ଶାଖା ତରଫ ରୁ ମୁରଲୀ କ୍ରିଷ୍ଣା ଫାଉଣ୍ଡେସନ ଓ କ୍ରିଷ୍ଣା ବିକାଶ ହସ୍ପିଟାଲ୍ ବରଗଡ଼ଙ୍କ ସହଯୋଗରେ ଗୁରୁବାର ସ୍ଥାନୀୟ ହରିଭବନ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି।‌‌ ମାରୱାଡ଼ି ଯୁବା ମଞ୍ଚର ସଭାପତି ବିମଳ ଜୈନ ଓ କାର୍ଯ୍ୟକ୍ରମ ସଂଯୋଜକ ମୋହନ ସୋନି ଙ୍କ  ନେତୃତ୍ଵରେ ସ୍ୱର୍ଗୀୟ ସତୀଶ କୁମାର ସୋନିଙ୍କ ସ୍ମୃତି ରେ ହୋଇଥିବା ଏହି ଶିବିରରେ ମୁଖ୍ୟ ଅତିଥି ଭାଭେ କଣ୍ଟାବାଞ୍ଜି ତହସିଲଦାର ବିଶନାଥ ଖାଲଖୋ ,ସମ୍ମାନିତ ଅତିଥି ଅଗ୍ରୱାଲ ସଭାର ସଭାପତି କୈଳାସ ଅଗ୍ରୱାଲ ଯୋଗ ଦେଇଥିବା ବେଳେ ବିକାଶ ମେଡିକାଲର ଡ଼ା ଅଜିତ ବାରିକ ପ୍ରମୁଖ ଉପସ୍ଥିତ ରହିଥିଲେ। ଶିବିରରେ ୭୮୮ ଲୋକ ଉପକୃତ ହୋଇଥିବା ବେଳେ ୫ ରୋଗୀଙ୍କୁ ଆଖି ଅପରେସନ ପାଇଁ ବରଗଡ଼ ପଠା ଯାଇଛି। ଅନ୍ୟ ପକ୍ଷରେ ୧୨ ରୁ ଉର୍ଦ୍ଧ୍ବ ଡାକ୍ତର ଏହି ଶିବିର ଯୋଗ ଦେଇଥିଲେ, ଓ ରୋଗୀ ମାନ ଙ୍କ ବିଭିନ୍ନ ରୋଗ ର ମାଗଣା ପରାମର୍ଶ ଦେବା ସହ ସମସ୍ତ ରୋଗୀଙ୍କ ମାଗଣା ରକ୍ତଚାପ, ମଧୁମେହ, ପରୀକ୍ଷା କରାଯିବ ଏହାସହ ଚକ୍ଷୁ ପରୀକ୍ଷା ମଧ୍ୟ ମାଗଣାରେ କରିବା ସହ ଆବଶ୍ୟକ ଔଷଧ ମଧ୍ୟ ମାଗଣାରେ ଦିଆଯାଇଥିଲା,୨୫ ଜଣିଆ ଟିମ ସେବା ଦେଇଥିବା ବେଳେ ଡାକ୍ତର ପ୍ରଣୟ ପାଣିଗ୍ରାହୀ ଶିଶୁରୋଗ ବିଶେଷଜ୍ଞ,ଡାକ୍ତର ସନ୍ତୋଷ ଟେଟେ ମେଡିସିନ ବିଶେସଜ୍ଞ, ଡାକ୍ତର ରାଜେଶ ଷଡଙ୍ଗୀ କାନ ନାକ ରୋଗ ବିଶେଷଜ୍ଞ, ଡାକ୍ତର ସୌଭିକ ଦଶୁକିଲ  ମୁଖ ସର୍ଜରୀ , ଡାକ୍ତର ଶ୍ରଦ୍ଧା ସୁମନ ପାଲ ଦନ୍ତରୋଗ,ଡାକ୍ତର ମନୋଜ କୁମାର ସାହୁ ମୂତ୍ର ରୋଗ ବିଶେଷଜ୍ଞ, ଡାକ୍ତର ମନାଲି ଡେକାରାଜା ଚର୍ମରୋଗ ବିଶେଷଜ୍ଞ,ଡାକ୍ତର ନାରାୟଣ ପ୍ରସାଦ ମିଶ୍ର ଅସ୍ଥିସଲ୍ୟ ବିଶେଷଜ୍ଞ,ଡାକ୍ତର ଯସୋବନ୍ତ୍ ଧନବଲ୍ ଫୁସଫୁସ ଓ ଛାତି ରୋଗ ବିଶେଷଜ୍ଞ, ଡାକ୍ତର ଅମନ୍ ଦାସ ଫିଜିଓଥେରୋପି ସହ ଟିମ୍ ଯୋଗ ଦେଇଥିଲେ,ଏହି ଶିବିର କୁ ସଫଲ  କରିବା  ପାଇଁ ବିପୁଳ ଆର୍ୟ୍ଯ , ଆରତି ମିତ୍ତଲ, ଦିପା ଜୈନ,ପୂଜା ଅଗ୍ରୱାଲ, ରୁଚିକା ଖଣ୍ଡବାଳ,ଗୋପାଳ ଅଗ୍ରୱାଲ, ନାରାୟଣ ଅଗ୍ରୱାଲ, ଅନୁପ ଅଗ୍ରୱାଲ, ଆଶୁତୋଷ ଖେମକା,ଋଷି ଅଗ୍ରୱାଲ, ମନିଶ ଅଗ୍ରୱାଲ, ରୋହିତ ଲାଠ  ସହ ଅନ୍ୟ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା