-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା କେନ୍ଦ୍ର ସମବାୟ ବ୍ୟାଙ୍କ ହିତାକାରୀ ହେଉଛନ୍ତି ହଟହଟା

28-Mar-2025



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ସ୍ଥିତ କେନ୍ଦ୍ର ସମବାୟ ବ୍ୟାଙ୍କର ବିଚିତ୍ର ନୀତି ଯୋଗୁଁ ହିତାଧିକାରୀ ହଟହଟା ହେଉଥିବା ଅଭିଯୋଗ ହୋଇଛି l ଚାଷୀ ତଥା ହିତାଧିକାରୀ ମାନେ ବ୍ୟାଙ୍କକୁ ଜମା ଟଙ୍କା ଉଠାଣ ପାଇଁ ଗଲେ ପ୍ରଥମେ ଋଣ ସୁଝ ତାପରେ ଟଙ୍କା ଉଠାଣ କରି ପାରିବେ ବୋଲି କତୃପକ୍ଷ କହୁଥିବା ଜାଣିବାକୁ ମିଳିଛି l ରଣ ଡିଫଲ୍ମର ହିତାଧିକାରୀ ସମସ୍ୟାରେ ପଡି ଯାଉଛନ୍ତି । ଏହା କୁ ନେଇ ହିତାଧିକାରୀ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି । ଲୋଇସିଂହା ବ୍ଳକ ବାଦିବାହାଲ ପରାଂୟତ ଆଗଲାପାଲି ଗ୍ରାମର ଚାଷି ରଘୁନାଥ ମହାକୁର । ଯୋଗୀସର୍ଡା ପ୍ରାଥମିକ କୃଷି ସମବାୟ ସମିତି (ପାକୃ)ର ଜଣେ ଋଣୀ ଚାଷୀ । ଚାଷୀ ରଘୁନାଥ ଚଳିତ ଖରିବରେ ପାକ୍ଟରେ ଧାନବିକ୍ରି କରିଥିଲେ । ଲୋଇସିଂହା କେନ୍ଦ୍ର ସମବାୟ ବ୍ୟାଙ୍କ ଜମା ଖାତାରେ ଧାନବିକ୍ରି ବାବଦକୁ ୧ଲକ୍ଷ ୧୩ ହଜାର ଟଙ୍କା ଜମା ହୋଇଛି । ଗୁରୁବାର ରଘୁନାଥ ଧାନବିକ୍ରି ଜମା ଟଙ୍କାରୁ ୫୦ ହଜାର ଟଙ୍କା ଉଠାଣ ପାଇଁ ବ୍ୟାଙ୍କ କୁ ଯାଇଥିଲେ । ହେଲେ ୱଡ୍ରାଲ ଫର୍ମ ଇନିସିଆଲ ପାଇଁ ମ୍ୟାନେଜର ପାଖକୁ ଯାଇଥିଲା । ସେତେବଳେ ମ୍ୟାନେଜର ହିତାଧୁକାରୀଙ୍କୁ ଡାକି ରଣ ବାବଦକୁ ୨୦ ହଜାର ଟଙ୍କା ବାନ୍ଧିବାକୁ କହିଥିଲେ । ହେଲେ ଚାଷୀ ତଥା ହିତାକାରୀ ରଘୁନାଥ ସେ ଡିଫଲ୍ଟଡର ନଥିବା ଏବଂ ନିୟମିତ ଋଣ ପରିଶୋଧ କରୁଥିବା କହିଥିଲେ ବି ଟଙ୍କା ଦେବାରେ ଅମଙ୍ଗଳ ପ୍ରକାଶ କରିଥିଲେ । ଏପରିକି ପାକୁ ସମ୍ପାଦକଙ୍କୁ ଉପରୋକ୍ତ ସମସ୍ୟା ଜଣାଇଥିଲେ ସୁଦ୍ଧା ସେ ମଧ୍ୟ ଅସହାୟ ପ୍ରକାଶ କରିଥିବା ଚାଷୀ ରଘୁନାଥ କହିଛନ୍ତି । ପାରିବାରିକ ସମସ୍ୟା ଥିଲେ ସୁଦ୍ଧା ଆବଶ୍ୟକ ସମୟରେ ବ୍ୟାଙ୍କ ଜମା ଟଙ୍କା ଦେଉ ନଥୁବରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି । କେବଳ ରଘୁନାଥ ନୁହେଁ ଅନେକ ଚାଷୀଙ୍କୁ ରିତିମତ ହଇରାଣ କରା ଯାଉଥିବା ଅଭିଯୋଗ ହେଉଛି । ଏଥିପ୍ରତି ଜିଲ୍ଲା ପ୍ରଶାସନ କିମ୍ବା ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ବୋର୍ଡ ସଭାପତିଙ୍କ ଦୃଷ୍ଟି ନଥୁବାରୁ ଚାଷୀ ମହଲରେ ଅସନ୍ତୋଷ ର କାରଣ ସାଜିଛି । ଏସମ୍ପର୍କରେ ବ୍ୟାଙ୍କ ମ୍ୟାନେଜରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ବିଡିଓ ମହାପାତ୍ର କୁଲବୀପ ମହାନ୍ତି କହନ୍ତି ଡିଫଲୁଡର ହୋଇନଥିଲେ ଟଙ୍କା ଦେବା କଥା କଣ ତାଙ୍କ ନିୟମ ରହିଛି । ଚାଷୀଙ୍କୁ ହଇରାଣ ନକରିବା ପାଇଁ ମ୍ୟାନେଜରଙ୍କ ସହ ଏ ବାବଦରେ ଆଲୋଚନା କରିବି ବୋଲି ସେ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like