-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ଲହଣ୍ଡା ଉଚ୍ଚ ବିଦ୍ୟାଳୟରେ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ

28-Mar-2025



 ଅତାବିରା(ଆକାଶ ମିଶ୍ର):  ଅତାବିରା ବ୍ଲକ୍ ଅନ୍ତର୍ଗତ ଲହଣ୍ଡ। ଉଚ୍ଚ ବିଦ୍ୟାଳୟର ଗତ ତିନି ଦିନ ଧରି କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ନିଗ୍ଧା ପଣ୍ଡାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇ ଯାଇଛି ।  ଏଥିରେ ଯୋଗ ଶିକ୍ଷକ ଭାବେ ଶ୍ରୀ କିଶୋର ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଶାରୀରିକ, ମାନସିକ ଏବଂ ଆତ୍ମିକ ସୁସ୍ଥତା ପାଇଁ ଯୋଗ ଓ ଧ୍ୟାନର ଆବଶ୍ୟକତା ବୁଝାଇ ଛାତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ତାଙ୍କୁ ଏଥିରେ କ୍ରୀଡା ଶିକ୍ଷୟିତ୍ରୀ ଶ୍ରୀମତୀ ତନୁଜା ପାଢୀ ଓ ଶିକ୍ଷକ ଶ୍ରୀ ବିଶ୍ଵଦେବ ପଧାନ ସହାୟତା କରିଥିଲେ । ସେହିପରି ବାଳିକା ସ୍ୱାସ୍ଥ୍ୟ ଓ ପରିମଳ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଲହଣ୍ଡ। ସ୍ୱାସ୍ଥ୍ୟ କେନ୍ଦ୍ର ସହଯୋଗରେ ଏକ ପାରସ୍ପରିକ ବିଚାର ବିମର୍ଶ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଥିଲା । ଏଥିରେ ସ୍ୱାସ୍ଥ୍ୟ ସହାୟିକା ଶ୍ରୀମତୀ ଇବମିତା ପ୍ରିତୀପାଲ ସାହୁ, ସେକ୍ଟର ଅଫିସର ଶ୍ରୀ ସିନାନନ୍ଦ  ବହିଦାର, ଅଙ୍ଗନବାଡ଼ି କର୍ମୀ ଶ୍ରୀମତୀ ରିଙ୍କି ଭୋଇ,  ପ୍ରମୁଖ ଯୋଗଦେଇ କିଶୋରୀ ସ୍ୱାସ୍ଥ୍ୟ ସମସ୍ୟା ଓ ତା'ର ସମାଧାନ ଉପରେ ଆଲୋକପାତ କରିଥିଲେ । କିଶୋରମାନଙ୍କ ପାଇଁ ବିଭିନ୍ନ କ୍ୟାରିଅର, କିଶୋରମାନଙ୍କ ପାଇଁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ତଥା ପରିବେଶ ସୁରକ୍ଷାରେ କିଶୋରମାନଙ୍କ ଭୂମିକା ବିଷୟବସ୍ତୁକୁ ନେଇ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ପୋଷ୍ଟର, ଚାର୍ଟ ଓ ଚିତ୍ରକଳାର ଏକ ପ୍ରଦର୍ଶନୀ ମଧ୍ୟ କରାଯାଇଥିଲା । ଏଥିରେ ଅଭିଭାବକ ଓ ଗ୍ରାମବାସୀମାନେ ଯୋଗଦେଇ ଏପରି ଏକ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ଶେଷରେ ପୁରସ୍କାର ବିତରଣ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶ୍ରୀମତୀ ଅନାମିକା ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ  କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like