-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅଂଶୀଦାର ରୂପେ ଅଭିଭାବକ ବୈଠକ ପେପ୍ ଅନୁଷ୍ଠିତ

28-Mar-2025



ରାୟଗଡା (ସୁପ୍ରିୟା ଷଡଙ୍ଗୀ): ରଜ୍ୟ ସରକାରଙ୍କ ମଙ୍ଗଳ ବିଭାଗର ନିର୍ଦେଶ କ୍ରମେ ଆଶ୍ରମ ବିଦ୍ୟାଳୟ କୁଟୁଳୀ ଠାରେ ଆଜି ତା ୨୮/୩/୨୦୨୫  ରିଖ ରେ ଅଂଶୀଦାର ରୂପେ ଅଭିଭାବକ ବୈଠକ ପେପ୍ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ କୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଅଦିବାରି ମିଣିଆକା ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ  କରିଥିଲେ l ଆଶ୍ରମ ବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି ଶ୍ରୀ ରାଜେନ୍ଦ୍ର ମିଣିଆକା, ଗୋଷ୍ଠି ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ ପଲବି ଖୋରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ l ପ୍ରଧାନ ଶିକ୍ଷକ

ଶ୍ରୀ ଗୋପୀନାଥ ପରିଛା ସ୍ବାଗତ ଭାଷଣ ଦେଇ ବିବରଣୀ ପାଠ କରିଥିଲେ l ଛାତ୍ର ଛାତ୍ରୀ ମାନେ କିପରି ଶୃଙ୍ଖଳିତ ଭାବେ ବିଦ୍ୟାଳୟରେ ଶିକ୍ଷା ଲାଭ କରି ପାରିବେ ,କିପରି ଡ୍ରପ ଆଉଟ୍ ବନ୍ଦ କରାଯାଇ ପାରିବ ସେ ବିଷୟରେ ଶ୍ରୀ ପରିଚ୍ଛା ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରି ଥିଲେ ।ବିଦ୍ୟାଳୟ କମିଟି ସଭାପତି ଭାଷଣ ଛଳ ରେ ନିୟମିତ ଭାବେ ବିଦ୍ୟାଳୟ କୁ ପିଲା ମାନଙ୍କୁ ପଠାଇବା ପାଇଁ ଅନୁରୋଧ କରିଥିଲେ l ଶିକ୍ଷକ ଶ୍ରୀ ଜିତେନ୍ଦ୍ର ଚୌଧୁରୀ ସରକାରଙ୍କ ପକ୍ଷରୁ ପ୍ରଦାନ

କରାଯାଉ ଥିବା ବିଭିନ୍ନ ସୁବିଧା ସୁଯୋଗ ଓ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ମାନଙ୍କ ସୁରକ୍ଷା ଓ ନିରାପତ୍ତା ବିଷୟ ରେ କହିଥିଲେ l ପରବର୍ତ୍ତୀ ସମୟରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଶେଷରେ ପିତା ମାତା ମାନଙ୍କ ଦ୍ଵାରା ସଙ୍ଗୀତ ଚଉକି ଓ ବଲ୍ ଫିଙ୍ଗା ଖେଳ ପ୍ରତଯୋଗିତା ଆୟଜନ କରାଯାଇ ପୁରସ୍କାର ପ୍ରଦାନ କରାଯାଇ ଥିଲା l ଶିକ୍ଷକ ଶ୍ରୀ ଲକ୍ଷ୍ମଣ ଶବର ମଞ୍ଚ ପରିଚାଳନା କରିଥିଲେ l ବିଦ୍ୟାଳୟ ର ଶିକ୍ଷୟତ୍ରୀ ଶ୍ରୀମତୀ ସୁବାଷିନୀ ପାଲକା ଓ ଅନ୍ୟ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like