-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||     

HOME   ଜିଲ୍ଲା

ଧରଣୀମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

29-Mar-2025



ସିନାପାଲି (ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ସରକାରୀ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଧରଣୀମାଲ ୨୦୨୪/୨୫ର ଶିକ୍ଷାବର୍ଷ ପାଇଁ ବାର୍ଷିକ ଉତ୍ସବ ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଚଣ୍ଡିରାମ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ
 ମୁଖ୍ୟ ଅତିଥି ଭାବରେଅବସର ପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ  ହୃଷିକେଶ କଟା,  ସମ୍ମାନିତ ଅତିଥିଭାବରେ 
ଧରଣୀମାଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଲିଙ୍ଗରାଜ କଟା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ମହେନ୍ଦ୍ର ଭୋଇ, ୱାର୍ଡମେମ୍ବର ଶ୍ରୀଯୁକ୍ତ ସୋନୁ କୁମାର ସିଂ ଓ ସିନାପାଲି ବ୍ଲକ ପ୍ରତିନିଧି ସାମ୍ବାଦିକ ଶ୍ରୀଯୁକ୍ତ ଚିନ୍ତାମଣି ନେତାମ ମଞ୍ଚାସିନ ଥିଲେ  l  ପ୍ରାରମ୍ଭରେ ସହ ଶିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ସତନାମୀ  ସମସ୍ତ ଙ୍କୁ  ସ୍ୱାଗତ କରିବାସହ  ପରିଚୟ ପ୍ରଦାନ କରିଥିଲେ  l  ଛାତ୍ରଛାତ୍ରୀ ଓ ସହକାରୀ ଶିକ୍ଷୟିତ୍ରୀଗଣ  ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପଢୌକନ  ଦେଇ  ସମ୍ମର୍ଦ୍ଧିତ  କରିଥିଲେ  l ପରେ ଅତିଥିଗଣ ଦ୍ୱାରା  ଦେବ ପୂଜନ ହେଲାପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା  l ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର  l ତେଣୁ ଶିକ୍ଷା ମାଧ୍ୟମରେ ସମାଜକୁ ଆଗେଇ ନିଆଯାଇ ପାରିବବୋଲି ଏ ଅବସରରେ ଅତିଥିମାନେ ସାମୁହିକ ମତବ୍ୟକ୍ତ କରିଥିଲେ   l
 ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଚଣ୍ଡୀରାମ ବାଗ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ 
ସହ ଶିକ୍ଷକ  ହେମନ୍ତ କୁମାର ଶତନାମୀ ମଞ୍ଚ ପରିଚାଳନା କରିଥିଲେ, l  ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ ନୃତ୍ୟ ପରିବେଷଣ କରିଥିଲେ l ପରେ ପୁରସ୍କାର ବିତରଣ ଉତ୍ସବରେ କୃତି ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଶେଷରେ ସହ ଶିକ୍ଷୟିତ୍ରୀ  ଅଞ୍ଜଳି ଦୁବେ ଧନ୍ୟବାଦ୍ ଅର୍ପଣ କରିଥିଲେ l ସହ ଶିକ୍ଷକ ଭାନୁପ୍ରକାଶ ଜଗତ,  ଶିକ୍ଷକ କୃଷ୍ଣ ଚନ୍ଦ୍ର ମାଝୀ, ସହ ଶିକ୍ଷୟିତ୍ରୀ  ଅମିତା ସୀ ଓ ସ୍କୁଲ ପରିଚାଳନା କମିଟିର ପ୍ରମୁଖ ସଦସ୍ୟ   ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026

You Might Also Like