-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ଆସନ୍ତା ୨ ତାରିଖ ରୁ ହେବ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ୨୦୨୫

29-Mar-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
  ଆସନ୍ତା ଏପ୍ରିଲ ୨ ତାରିଖ ରେ ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ହେବାକୁ ଥିବା ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ  ପକ୍ଷରୁ ପ୍ରସ୍ତୁତି ଆରଂଭ ହୋଇଛି l ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ  ଏଥିରୁ ପ୍ରଥମ ପର୍ଯ୍ୟାୟ ରେ ୪୦ ଜଣ ଓ ଦ୍ୱିତୀୟ ପର୍ଯ୍ୟାୟ ରେ ସେଥିରୁ ୨୪ ଜଣ ଖେଳାଳୀ ଙ୍କୁ ରାଜ୍ୟ ସ୍ତରୀୟ ଫୁଟବଲ୍ ପାଇଁ ମନୋନୀତ କରାଯିବ ବୋଲି ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ପ୍ରକାଶ କରିଛନ୍ତି l ଜିଲ୍ଲା କ୍ରୀଡ଼ା ସଂଘ ର ଅଧ୍ୟକ୍ଷା ଜିଲ୍ଲାପାଳ ଅନ୍ୟା ଦାସ ଙ୍କ ପରାମର୍ଶ  କ୍ରମେ ଚାଲିଥିବା ଏହି ଅଣ୍ଡର 15th ଫୁଟବଲ୍ ଚାମ୍ପିଅନସିପ  ପାଇଁ ଓଡ଼ିଶା ଫୁଟବଲ୍ ଆସୋସିଏସନ୍ ର ଟେକ୍ନିକାଲ କମିଟି ହେଡ୍ ସୁନିଲ ମିତ୍ର ଆଜି ଗାନ୍ଧୀ ଷ୍ଟାଡିୟମ୍ ଓ ଏହାର ଭିତ୍ତି ଭୂମି ପରିଦର୍ଶନ କରି ଜିଲ୍ଲା କ୍ରିଡ଼ା ସଂଘ କର୍ମକର୍ତା ଙ୍କ ସହିତ ପୁଙ୍ଖାନୁପୁଙ୍ଖ  ଆଲୋଚନା କରିଥିବା ଜଣା ଯାଇଛି l ସ୍ପୋର୍ଟସ ହଷ୍ଟେଲ ଏକାଡେମି ଓଡ଼ିଶା ସରକାର ଏହାର ତଦାରଖ ଓ ସବୁ ଖର୍ଚ୍ଚ ବହନ କରିବ ବୋଲି ଶ୍ରୀ ପଣ୍ଡା ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like