-+91-9937148622 |
prerana_bgr@rediffmail.com |
Tuesday 6th June 2023 |
R.N.I. Regd No. ODIODI/2010/46693
Breaking News
18-Jan-2021
ବଲାଙ୍ଗିର (ସନ୍ତାନ କୁମାର ଠାକୁର) ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ପ୍ରାୟ ସାଢେ଼ ୫ଟା ସମୟରେ ଦେହାନ୍ତ ହୋଇଯାଇଥିବା ସୂଚନା ମିଳିଛି । ଦୀର୍ଘ ମାସ ହେଲା ଅସ୍ଥିମଜ୍ଜା କ୍ୟାନ୍ସର ରୋଗରେ ପୀଡ଼ିତ ହେଇ ଭୁବନେଶ୍ୱରେ ରହି ଚିକିତ୍ସାଧୀନ ଥିଲେ ।
ଏ ଖବର ପ୍ରକାଶିତ ହେବା ପରେ ତାଙ୍କ ପ୍ରଶଂସକଙ୍କ ମହଲ ତଥା ସାରା ଓଡିଶାରେ ଉଦାସୀନତା ଛାଇ ଯାଇଛି ।