-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଯୁବ କଳାକାର ସ୍ବର୍ଗତ ସୁନୀଲ ମହାରଣାଙ୍କୁ ଶ୍ରଦ୍ଧାଞ୍ଜଳି

30-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସଙ୍ଗୀତ ବିଦ୍ୟାଳୟ ପଞ୍ଚମ ର ନୃତ୍ୟ ବିଭାଗରେ ଯୁବ କଳାକାର ତଥା ପଞ୍ଚମର ବିଶିଷ୍ଟ ଢୋଲ ଓ ନିଶାନ ବାଦକ ସୁନୀଲ ମହାରଣାଙ୍କ ବିୟୋଗରେ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇ ଯାଇଛି । ସଭାପତି ମୁରଲି ଧାରି ପତି ଙ୍କ ପରିଚାଳିତ ଏହି ସ୍ମୁତି ସଭାରେ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର, ଗୁରୁ ଗୌରକିଶୋର ମହାପାତ୍ର, ଚୈତନ୍ୟ ମଟାରୀ, ସଭ୍ୟ ଶିବା ପରୁଆ, ସୋନୁ ସିଂ, ରାଜ ହୋତା, କି୍ରଶ୍ନରାଜ ପତି, ସିରିଶା ପତି ବିଦ୍ୟାଳୟର ଛାତ୍ରୀ ଅମ୍ବିକା ବହିଦାର ଓ ପ୍ରଣତି ମହାରଣା ପ୍ରମୁଖ ଦିବଂଗତ ଆତ୍ମାର ସ୍ମୁତି ଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଅନୁଷ୍ଠାନ ର ପ୍ରତ୍ୟେକ ବିଭାଗର ଛାତ୍ରଛାତ୍ରୀ ଗହଣରେ ମନରଞ୍ଜନ ବେହେରା, ରମଣୀ ରଞ୍ଜନ ପଟଟନାୟକ, ସୁରେନ୍ଦ୍ର ବାବୁ, କେମନ୍ତ ସାହୁ,ଡାକ୍ତର ଲଳିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ସେ ଯୁବ କଳାକାର ସୁନୀଲ ମହାରଣା ଏକ ଉଜ୍ବଳ ପ୍ରତିଭା ହେବା ସହ ଓଡିଶାର ପ୍ରତ୍ୟେକ ଜିଲ୍ଲା ସହ ଭାରତର ବିଭିନ୍ନ ସହର ଯଥା ଦିଲ୍ଲୀ, ମୁମ୍ବାଇ, କଲିକତା, ଛେନାଇ, ବାଙ୍ଗାଲୋର, ଅଲହାବାଦ ପ୍ରଭୃତି ସ୍ଥାନରେ ନୃତ୍ୟ ପରିବେଷଣ କରି ଅତି କମ ବୟସରୁ ଜଣେ ପ୍ରତିଷ୍ଠିତ ଢୋଲ ବାଦକ  ଭାବେ ଅଞ୍ଚଳରେ ସୁନାମ ଅର୍ଜନ କରିପାରିଥିଲେ ।  ପଞ୍ଚମ ସହ ଜଡିତ ହେବା ସହ ସମଲେଶ୍ୱରୀ ମନ୍ଦିର ଆଳତି କମିଟି ଏବଂ ସୁଦ ପଡ଼ା ହନୁମାନ ମନ୍ଦିର କମିଟି ଇତ୍ୟାଦି ରେ ଜଡିତ ରହି ଜଣେ ଉତ୍ତମ ସଂଗଠକ ଭାବେ କାର୍ଯ୍ୟ ତୁଲାଉ ଥିଲେ । ତାଙ୍କର ଅକାଳ ବିୟୋଗରେ ବଣର ମଲ୍ଲୀ ବନେ ଝାଉଁଳି ଗଲା ବୋଲି କଲାକାର ମହାଲରେ ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like