-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||     

HOME   ଜିଲ୍ଲା

ଘରୋଇ ସ୍କୁଲ କର୍ତ୍ତୃପକ୍ଷ ସଂଘର ବୈଠକ

18-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)- ବଲାଙ୍ଗୀର ଘରୋଇ ସ୍କୁଲ କର୍ତ୍ତପକ୍ଷ ସଂଘର ଏକ ବୈଠକ ସଇଁତଳା ଶିକ୍ଷା ସଦନ ପରିସରରେ ସଭାପତି ରବିଚନ୍ଦ୍ର ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ସଂଘର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ତଥା ଜେଆଇଟିଏମ୍ ର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଦୀପ ଷଡଙ୍ଗୀ, ଗୌତମ କ୍ଷେତୀ, ନିଖିଲ ଓଡ଼ିଶା ଘରୋଇ ସ୍କୁଲ କତ୍ତ୍‌ୃପକ୍ଷ ସଂଘର ଆବାହକ ଯୁଧିଷ୍ଟିର ଦାସ ଓ ସଂଘ ସଂପାଦକ ସୁରେନ୍ଦ୍ର ସାହୁ ପ୍ରମୁଖ ମଂଚାସୀନ ଥିଲେ । ଏହି ଅବସରରେ ଘରୋଇ ସ୍କୁଲ ଖୋଲିବା ସଂପର୍କିତ ବିଭିନ୍ନ ଆଲୋଚନା ହୋଇଥିଲା । ନିଷ୍ପତ୍ତି ଅନୁସାରେ ଆସନ୍ତା ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ କୌଣସି ଘରୋଇ ସ୍କୁଲ ଓ ହଷ୍ଟେଲ ଖୋଲାଯିବ ନାହିଁ, ସ୍କୁଲ ଖୋଲିବା ସମୟରେ କତ୍ତୃପକ୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କ ଠାରୁ କୋଭିଡ ନେଗେଟିଭ ପ୍ରମାଣ ପତ୍ର ସଂଗ୍ରହ କରିବେ । ନିୟମ ଉଲ୍ଲଙ୍ଘନ କରୁଥିବା ସ୍କୁଲ ବିରୋଧରେ ସଂଘ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ । ସଂଘ ତରଫରୁ ଗଣିତ, ବିଜ୍ଞାନ ଓ ଇଂରାଜୀ ଅଲମ୍ପିୟାଦ ଆøାଜନ କରାଯିବ । ଷଷ୍ଠରୁ ଉର୍ଦ୍ଧ୍ୱ ଶ୍ରେଣୀ ଖୋଲାଯିବାକୁ ଅନୁମତି ଦେବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିବା ନେଇ ନିଷ୍ପତ୍ତି ହୋଇଥିଲା । ଶେଷରେ ସୁରେଶ ସାହୁ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026

You Might Also Like