-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

କୋଇଲାରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ।

01-Apr-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)  ଡାବୁଗାଁ ବ୍ଲକ କୋଇଲାରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ଦିବସ ପାଳନ ହୋଇଯାଇଛି । ସୂଚନା ପ୍ରକାରେ :-୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ୧ ଅର୍ଥାତ ଆଜିର ଦିନକୁ ଉତ୍କଳ  ଦିବସ ଭାବେ  ପାଳନ କରାଯାଇଥାଏ।ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ  କରିବା ପାଇଁ ମହାପୁରୁଷ ମାନଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କୁ ନେଇ ଓଡ଼ିଶା ଗଠନ କରାଯାଇଥିଲା। ଏହି ଦିନକୁ ମାନେ ପକାଇବା ପାଇଁ ଆଜି ଉତ୍କଳ ଦିବସ ପାଳନ କରାଯାଏ। ଆଜି କୋଇଲାରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ଦିବସ ପାଳନ ସମୟରେ ଉପସ୍ଥିତ ଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁ ପ୍ରିୟା ବେହେରା, ବରିଷ୍ଠ ଶିକ୍ଷକ ବଲବ ନାରାୟଣ ପଣ୍ଡା ସହ ବିଦ୍ୟାଳୟ ସମସ୍ତ ଶିକ୍ଷକ ଏବଂ ଛାତ୍ର ଛାତ୍ରି ମାନେ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like